Acts 13:17 — Compare Translations
7 translations compared side by side
Odia - 1840
"ଇଶ୍ରାୟେଲର ପରମେଶ୍ବର ଆମ୍ଭ ପୂର୍ବପୁରୁଷମାନଙ୍କୁ ବାଛି ନେଲେ। ମିଶର ରେ ବିଦେଶୀ ଭାବେ ସମାନେେ ରହୁଥିବା ବେଳେ ପରମେଶ୍ବର ଆମ୍ଭ ଲୋକମାନଙ୍କୁ ସଫଳତା ଦେଲେ। ସେ ତାହାଙ୍କ ମହାନ୍ ଶକ୍ତି ବଳ ରେ ସଠାରୁେ ସମାନଙ୍କେୁ ବାହାର ମଧ୍ଯ କରି ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଇସ୍ରାଏଲ ଜାତିର ଈଶ୍ଵର ଆମ୍ଭମାନଙ୍କ ପିତୃପୁରୁଷମାନଙ୍କୁ ମନୋନୀତ କଲେ, ଆଉ ସେମାନେ ମିସର ଦେଶରେ ପ୍ରବାସ କରୁଥିବା ସମୟରେ ସେମାନଙ୍କୁ ଉନ୍ନତ କଲେ, ପୁଣି ପରାକ୍ରମୀ ବାହୁ ଦ୍ଵାରା ସେଠାରୁ ସେମାନଙ୍କୁ କଢ଼ାଇ ଆଣିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଇଶ୍ରାଏଲ ଜାତିର ଈଶ୍ୱର ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମନୋନୀତ କଲେ ଓ ମିସରରେ ସେମାନେ ବିଦେଶୀ ରୂପେ ବାସ କରୁଥିବା ସମୟରେ ଏକ ବିରାଟ ଜାତିରେ ପରିଣତ କଲେ। ଈଶ୍ୱର ତାଙ୍କର ମହତ୍ ଶକ୍ତିରେ ସେମାନଙ୍କୁ ମିସରରୁ ବାହାର କରି ଆଣିଲେ
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ପରମେଶ୍ୱର ଆମ୍ଭ ପୂର୍ବପୁରୁଷମାନଙ୍କୁ ବାଛି ନେଲେ। ମିଶରରେ ବିଦେଶୀ ଭାବେ ସେମାନେ ରହୁଥିବା ବେଳେ ପରମେଶ୍ୱର ଆମ୍ଭ ଲୋକମାନଙ୍କୁ ସଫଳତା ଦେଲେ। ସେ ତାହାଙ୍କ ମହାନ୍ ଶକ୍ତି ବଳରେ ସେଠାରୁ ସେମାନଙ୍କୁ ବାହାର ମଧ୍ୟ କରି ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଇସ୍ରାଏଲ ଜାତିର ଈଶ୍ବର ଆମ୍ଭମାନଙ୍କ ପିତୃପୁରୁଷମାନଙ୍କୁ ମନୋନୀତ କଲେ, ଆଉ ସେମାନେ ମିସର ଦେଶରେ ପ୍ରବାସ କରୁଥିବା ସମୟରେ ସେମାନଙ୍କୁ ଉନ୍ନତ କଲେ, ପୁଣି, ପରାକ୍ରମୀ ବାହୁ ଦ୍ୱାରା ସେଠାରୁ ସେମାନଙ୍କୁ କଢ଼ାଇ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ଏହି ଇସ୍ରାଏଲ ଜାତିର ଈଶ୍ୱର ଆମ୍ଭମାନଙ୍କ ପିତୃପୁରୁଷମାନଙ୍କୁ ମନୋନୀତ କଲେ, ଆଉ ସେମାନେ ମିସର ଦେଶରେ ପ୍ରବାସ କରୁଥିବା ସମୟରେ ସେମାନଙ୍କୁ ଉନ୍ନତ କଲେ, ପୁଣି, ପରାକ୍ରମୀ ବାହୁ ଦ୍ୱାରା ସେଠାରୁ ସେମାନଙ୍କୁ କଢ଼ାଇ ଆଣିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಇಸ್ರಾಯೆಲಾಂಚ್ಯಾ ದೆವಾನ್ ಅಮ್ಚ್ಯಾ ಪುರ್ವಜ್ ಲೊಕಾಕ್ನಿ ಎಚುನ್ ಘೆಟ್ಲ್ಯಾನ್ ಇಜಿಪ್ತಾತ್ ಪ್ರವಾಸ್ ಗೆಲ್ಯಾಂಚ್ಯಾ ಸಾರ್ಕೆ ಹೊತ್ತ್ಯಾ ಅಪ್ಲ್ಯಾ ಲೊಕಾಕ್ನಿ ದೆವಾನ್ ಮಜ್ಜತ್ ಕರುನ್ ತೆಂಕಾ ಬರೆ ಕರ್ಲ್ಯಾನ್, ದೆವಾನ್ ಮೊಟೊ ದೆಶ್ ಹೊವ್ನ್ ಕರ್ಲ್ಯಾನ್, ಅನಿ ಅಪ್ಲ್ಯಾ ಮೊಟ್ಯಾ ಬಳಾನ್ ತೆಂಕಾ ತ್ಯಾ ದೆಶ್ಯಾತ್ನಾ ಚಾಲ್ವುಲ್ಯಾನ್.