Acts 13:18 — Compare Translations

7 translations compared side by side

Odia - 1840
"ପରମେଶ୍ବର ଚ଼ାଳିଶ ବର୍ଷ ପର୍ୟ୍ଯନ୍ତ ମରୁଭୂମିରେ ସମାନଙ୍କେର ଆଚ଼ରଣ ସହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ପ୍ରାୟ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ସେ ସେମାନଙ୍କ ବ୍ୟବହାର ସହ୍ୟ କଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଓ ଚାଳିଶ ବର୍ଷ ପର୍ଯ୍ୟନ୍ତ ମରୁପ୍ରାନ୍ତରରେ ସେମାନଙ୍କୁ ଦୁରାଚାରକୁ ସହ୍ୟ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଗ୍ଭଳିଶ୍ ବର୍ଷ ପର୍ଯ୍ୟନ୍ତ ମରୁଭୂମିରେ ସେମାନଙ୍କର ଆଚରଣ ସହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ପ୍ରାୟ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ସେ ସେମାନଙ୍କ ବ୍ୟବହାର ସହ୍ୟ କଲେ,
Odia IRV 2017 (ଓଡିଆ ବାଇବେଲ)
ପରେ ପ୍ରାୟ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ସେ ସେମାନଙ୍କ ବ୍ୟବହାର ସହ୍ୟ କଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಚಾಳಿಸ್ ವರ್ಸಾಂಚ್ಯಾ ಪಾತರ್ ಡಂಗ್ಳಿತ್ ತೆನಿ ಕರಲ್ಲೆ ಸಗ್ಳೆ ದೆವಾನ್ ಸೊಸುನ್ ಘೆಟ್ಲ್ಯಾನ್‍.