Acts 13:2 — Compare Translations

7 translations compared side by side

Odia - 1840
"ସମାନେେ ପ୍ରଭୁଙ୍କର ସବୋ ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା ସମାନଙ୍କେୁ କହିଲେ, ତୁମ୍ଭମାନେେ ମାେ ପାଇଁ ବର୍ଣ୍ଣବ୍ବା ଓ ଶାଉଲଙ୍କୁ ସ୍ବତନ୍ତ୍ର ଭାବେ ପୃଥକ କର, କାରଣ ମୁଁ ସମାନଙ୍କେୁ ଗୋଟିଏ ବିଶଷେ କାର୍ୟ୍ଯ କରିବା ପାଇଁ ଆହ୍ବାନ କରିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା କହିଲେ, ଯେଉଁ କର୍ମ ନିମନ୍ତେ ଆମ୍ଭେ ବର୍ଣ୍ଣବ୍ବା ଓ ଶାଉଲକୁ ଆହ୍ଵାନ କରିଅଛୁ, ସେଥିପାଇଁ ସେମାନଙ୍କୁ ପୃଥକ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବାବେଳେ, ପବିତ୍ରଆତ୍ମା ସେମାନଙ୍କୁ କହିଲେ, “ମୁଁ ଯେଉଁ କାର୍ଯ୍ୟ ପାଇଁ ବର୍ଣ୍ଣବା ଓ ଶାଉଲଙ୍କୁ ଆହ୍ୱାନ କରିଛି, ସେଥିପାଇଁ ସେମାନଙ୍କୁ ମୋ’ ନିମନ୍ତେ ପୃଥକ୍ କର।”
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ପ୍ରଭୁଙ୍କର ସେବା ଓ ଉପବାସ କରୁଥିବା ସମୟରେ ପବିତ୍ରଆତ୍ମା ସେମାନଙ୍କୁ କହିଲେ, “ତୁମ୍ଭେମାନେ ମୋ’ ପାଇଁ ବର୍ଣ୍ଣ‌ବ୍‌‌ବା ଓ ଶାଉଲଙ୍କୁ ସ୍ୱତନ୍ତ୍ର ଭାବେ ପୃଥକ କର, କାରଣ ମୁଁ ସେମାନଙ୍କୁ ଗୋଟିଏ ବିଶେଷ କାର୍ଯ୍ୟ କରିବା ପାଇଁ ଆହ୍ୱାନ କରିଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା କହିଲେ, ଯେଉଁ କର୍ମ ନିମନ୍ତେ ଆମ୍ଭେ ବର୍ଣ୍ଣବ୍ବା ଓ ଶାଉଲକୁ ଆହ୍ୱାନ କରିଅଛୁ, ସେଥିପାଇଁ ସେମାନଙ୍କୁ ପୃଥକ୍ କର।
Odia IRV 2017 (ଓଡିଆ ବାଇବେଲ)
ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା କହିଲେ, ଯେଉଁ କର୍ମ ନିମନ୍ତେ ଆମ୍ଭେ ବର୍ଣ୍ଣବ୍ବା ଓ ଶାଉଲକୁ ଆହ୍ୱାନ କରିଅଛୁ, ସେଥିପାଇଁ ସେମାନଙ୍କୁ ପୃଥକ୍ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಸಗ್ಳ್ಯಾನಿ ಧನಿಯಾಚಿ ಸೆವಾಕರಿತ್, ಅನಿ ಉಪ್ಪಾಸಿ ರಾವ್ನ್ ಮಾಗ್ನಿ ಕರಿತ್, ತನ್ನಾ ಪವಿತ್ರ್ ಆತ್ಮ್ಯಾನ್ ತೆಂಕಾ, “ಬಾರ್ನಾಬಾಸಾಕ್ ಅನಿ ಸಾವ್ಲಾಕ್ ವಿಶೆಸ್ ಕರುನ್ ಯೆಗ್ಳೆಚ್ ಥವಾ” ಮನುನ್ ಸಾಂಗ್ಲ್ಯಾನ್.