Acts 13:20 — Compare Translations
7 translations compared side by side
Odia - 1840
"ଏହି ସବୁ ଦେଶ ଉତ୍ତରାଧିକାରୀ ଭାବରେ ଦେଲେ ଓ ଏହା 450 ବର୍ଷ ପର୍ୟ୍ଯନ୍ତ ସମାନେେ ଅଧିକାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ଭାବବାଦୀ ଶାମୁୟେଲଙ୍କ ପର୍ଯ୍ୟନ୍ତ ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରାୟ ଚାରି ଶହ ପଚାଶ ବର୍ଷ ଭିତରେ ଏହିସବୁ ଘଟଣା ଘଟିଗଲା। “ଏହା ପରେ ଶାମୁଏଲ ଭାବବାଦୀଙ୍କ ସମୟ ପର୍ଯ୍ୟନ୍ତ ଈଶ୍ୱର ସେମାନଙ୍କ ଉପରେ ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏହିସବୁ ଦେଶ ଉତ୍ତରାଧିକାରୀ ଭାବରେ ଦେଲେ ଓ ଏହା 450 ବର୍ଷ ପର୍ଯ୍ୟନ୍ତ ସେମାନେ ଅଧିକାର କଲେ। “ତା’ପରେ ସେ ସେମାନଙ୍କୁ ଭବିଷ୍ୟଦ୍ବକ୍ତା ଶାମୁୟେଲଙ୍କ ସମୟ ପର୍ଯ୍ୟନ୍ତ ବିଗ୍ଭର କର୍ତ୍ତାମାନଙ୍କୁ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଭାବବାଦୀ ଶାମୁୟେଲଙ୍କ ପର୍ଯ୍ୟନ୍ତ ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଭାବବାଦୀ ଶାମୁଏଲଙ୍କ ପର୍ଯ୍ୟନ୍ତ ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸುಮಾರ್ ಚಾರ್ಸೆಪನ್ನಾಸ್ ವರ್ಸಾಂಚ್ಯಾ ಯೆಳಾತ್ ಹೆ ಸಗ್ಳೆ ಹೊಲೆ, ಹೆ ಸಗ್ಳೆ ಹೊಲ್ಲ್ಯಾ ಮಾನಾ ಪ್ರವಾದಿ ಸಾಮುಯೆಲಾಚ್ಯಾ ಯೆಳಾ ಪತರ್ಬಿ ದೆವಾನ್ ಅಮ್ಚ್ಯಾ ಲೊಕಾಕ್ನಿ ನ್ಯಾಯ್ ಕರ್ತಲೊ ಮಾನುಸ್ ದಿಲ್ಯಾನ್,