Acts 13:21 — Compare Translations

7 translations compared side by side

Odia - 1840
"ଏହାପରେ ସମାନେେ ଜଣେ ରାଜା ଚାହିଁଲେ। ପରମେଶ୍ବର ସମାନଙ୍କେୁ ବିନ୍ଯାମୀନ ଗୋଷ୍ଠୀ କୀଶର ପୁତ୍ର ଶାଉଲଙ୍କୁ ରାଜାରୂପେ ଦେଲେ। ସେ ଚ଼ାଳିଶ ବର୍ଷ ପର୍ୟ୍ଯନ୍ତ ରାଜତ୍ବ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତତ୍ପରେ ସେମାନେ ଜଣେ ରାଜା ପାଇବା ନିମନ୍ତେ ପ୍ରାର୍ଥନା କଲେ, ଆଉ ଈଶ୍ଵର ଚାଳିଶ ବର୍ଷ ପର୍ଯ୍ୟନ୍ତ ବିନ୍ୟାମୀନ ଗୋଷ୍ଠୀର କୀଶଙ୍କ ପୁତ୍ର ଶାଉଲଙ୍କୁ ସେମାନଙ୍କୁ ଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେତେବେଳେ ସେମାନେ ଜଣେ ରାଜା ଚାହିଁଲେ, ଈଶ୍ୱର ସେମାନଙ୍କ ଉପରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କରିବା ପାଇଁ ବେଞ୍ଜାମିନ୍ ବଂଶଜାତ କୀଶର ପୁତ୍ର ଶାଉଲଙ୍କୁ ନିଯୁକ୍ତି କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେମାନେ ଜଣେ ରାଜା ଗ୍ଭହିଁଲେ। ପରମେଶ୍ୱର ସେମାନଙ୍କୁ ବିନ୍ୟାମିନ ଗୋଷ୍ଠୀ କୀଶର ପୁତ୍ର ଶାଉଲଙ୍କୁ ରାଜାରୂପେ ଦେଲେ। ସେ ଗ୍ଭଳିଶ୍ ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତତ୍ପରେ ସେମାନେ ଜଣେ ରାଜା ପାଇବା ନିମନ୍ତେ ପ୍ରାର୍ଥନା କଲେ, ଆଉ ଈଶ୍ବର ଚାଳିଶ ବର୍ଷ ପର୍ଯ୍ୟନ୍ତ ବିନ୍ୟାମୀନ୍ ଗୋଷ୍ଠୀର କୀଶଙ୍କ ପୁତ୍ର ଶାଉଲଙ୍କୁ ସେମାନଙ୍କୁ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ତତ୍ପରେ ସେମାନେ ଜଣେ ରାଜା ପାଇବା ନିମନ୍ତେ ପ୍ରାର୍ଥନା କଲେ, ଆଉ ଈଶ୍ୱର ଚାଳିଶ ବର୍ଷ ପର୍ଯ୍ୟନ୍ତ ବିନ୍ୟାମୀନ ଗୋଷ୍ଠୀର କୀଶଙ୍କ ପୁତ୍ର ଶାଉଲଙ୍କୁ ସେମାନଙ୍କୁ ଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚ್ಯಾ ಮಾನಾ ಲೊಕಾನಿ ಅಪ್ನಾಕ್ನಿ ಎಕ್ ರಾಜಾ ಪಾಜೆ ಮನುನ್ ಮಾಗ್ತಾನಾ, ದೆವಾನ್ ತೆಂಕಾ ಕಿಶೆನ್ಯಾ ಮನ್ತಲ್ಯಾಚೊ ಲೆಕ್ ಸಾವ್ಲಾಕ್ ದಿಲ್ಯಾನ್, ಸಾವ್ಲ್ ಬೆನ್ಯಾಮಿನಾಚ್ಯಾ ಘರಾನಾಚೊ ಹೊ ಚಾಳಿಸ್ ವರ್ಸಾ ತೆಂಚೊ ರಾಜಾ ಹೊವ್ನ್ ಹೊತ್ತೊ.