Acts 13:23 — Compare Translations

7 translations compared side by side

Odia - 1840
"ପରମେଶ୍ବର ତାହାଙ୍କର ପ୍ରତିଜ୍ଞା ଅନୁଯାଯୀ ଏହି ଦାଉଦଙ୍କ ବଂଶର ଜଣଙ୍କୁ ଇଶ୍ରାୟେଲର ଉଦ୍ଧାରକର୍ତ୍ତା ଭାବରେ ଆଣିଅଛନ୍ତି, ସେ ହେଉଛନ୍ତି ଖ୍ରୀଷ୍ଟ ଯୀଶୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାଙ୍କ ବଂଶରୁ ଈଶ୍ଵର ପ୍ରତିଜ୍ଞାନୁସାରେ ଇସ୍ରାଏଲ ନିମନ୍ତେ ଜଣେ ତ୍ରାଣକର୍ତ୍ତା, ଅର୍ଥାତ୍, ଯୀଶୁଙ୍କୁ ଉତ୍ପନ୍ନ କରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ଦାଉଦଙ୍କ ବଂଶଧର ଯୀଶୁଙ୍କୁ ଈଶ୍ୱର ତାଙ୍କ ପ୍ରତିଜ୍ଞାନୁଯାୟୀ ଇଶ୍ରାଏଲ ଜାତିର ପରିତ୍ରାଣକର୍ତ୍ତା କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
“ପରମେଶ୍ୱର ତାହାଙ୍କର ପ୍ରତିଜ୍ଞା ଅନୁଯାୟୀ ଏହି ଦାଉଦଙ୍କ ବଂଶର ଜଣଙ୍କୁ ଇସ୍ରାଏଲର ଉଦ୍ଧାରକର୍ତ୍ତା ଭାବରେ ଆଣିଅଛନ୍ତି, ସେ ହେଉଛନ୍ତି ଖ୍ରୀଷ୍ଟ ଯୀଶୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ବଂଶରୁ ଈଶ୍ବର ପ୍ରତିଜ୍ଞାନୁସାରେ ଇସ୍ରାଏଲ ନିମନ୍ତେ ଜଣେ ତ୍ରାଣକର୍ତ୍ତା; ଅର୍ଥାତ୍‍ ଯୀଶୁଙ୍କୁ ଉତ୍ପନ୍ନ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ବଂଶରୁ ଈଶ୍ୱର ପ୍ରତିଜ୍ଞାନୁସାରେ ଇସ୍ରାଏଲ ନିମନ୍ତେ ଜଣେ ତ୍ରାଣକର୍ତ୍ତା; ଅର୍ଥାତ୍ ଯୀଶୁଙ୍କୁ ଉତ୍ପନ୍ନ କରିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ದೆವಾನ್ ದಾವಿದಾಚ್ಯಾ ಘರಾನಾಕ್ನಾ ಎಕ್ಲ್ಯಾಕ್ ಇಸ್ರಾಯೆಲಾಚ್ಯಾ ಲೊಕಾಂಚೊ ರಾಕ್ವನ್ ಕಾರಿ ಹೊವ್ನ್ ಅಪ್ಲ್ಯಾ ಗೊಸ್ಟಿ ಸಾರ್ಕೆಚ್ ಧಾಡುನ್ ದಿಲಾ ತೊಚ್ ಜೆಜು”.