Acts 13:24 — Compare Translations
7 translations compared side by side
Odia - 1840
"ତାହାଙ୍କ ଆସିବା ପୂର୍ବରୁ ଯୋହନ ଇଶ୍ରାୟେଲର ସମସ୍ତ ଲୋକମାନଙ୍କୁ ପ୍ରଚ଼ାର କରି କହିଥିଲେ ଯେ, ସମାନଙ୍କେ ଜୀବନ ରେ ପରିବର୍ତ୍ତନ ହାଇେ ଥିବାର ଚ଼ିହ୍ନ ସ୍ବରୁପ ସମାନେେ ବାପ୍ତିସ୍ମ ନବୋ ଆବଶ୍ଯକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କ ଆଗମନ ପୂର୍ବେ ଯୋହନ ସମସ୍ତ ଇସ୍ରାଏଲ ଲୋକଙ୍କ ନିକଟରେ ପ୍ରଥମରେ ମନ ପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିଥିଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ତାଙ୍କ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ଯୋହନ ଇଶ୍ରାଏଲର ସମସ୍ତ ଲୋକଙ୍କ ନିକଟରେ ପ୍ରଚାର କରି କହିଲେ, ସେମାନଙ୍କୁ ପାପରୁ ମନ ଫେରାଇ ଜଳଦୀକ୍ଷା ନେବାକୁ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ତାହାଙ୍କ ଆସିବା ପୂର୍ବରୁ ଯୋହନ ଇସ୍ରାଏଲର ସମସ୍ତ ଲୋକମାନଙ୍କୁ ପ୍ରଗ୍ଭର କରି କହିଥିଲେ ଯେ, ସେମାନଙ୍କ ଜୀବନରେ ପରିବର୍ତ୍ତନ ହୋଇ ଥିବାର ଚିହ୍ନ ସ୍ୱରୁପ ସେମାନେ ବାପ୍ତିସ୍ମ ନେବା ଆବଶ୍ୟକ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ଆଗମନ ପୂର୍ବେ ଯୋହନ ସମସ୍ତ ଇସ୍ରାଏଲ ଲୋକଙ୍କ ନିକଟରେ ପ୍ରଥମରେ ମନ-ପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିଥିଲେ;
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ଆଗମନ ପୂର୍ବେ ଯୋହନ ସମସ୍ତ ଇସ୍ରାଏଲ ଲୋକଙ୍କ ନିକଟରେ ପ୍ରଥମରେ ମନପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିଥିଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಯೆವ್ಚ್ಯಾ ಅದ್ದಿ ಜುವಾಂವಾಕ್ ಜುದೆವಾಂಚ್ಯಾ ಸಗ್ಳ್ಯಾ ಲೊಕಾಕ್ನಿ ತುಮ್ಚ್ಯಾ ಪಾಪಾಕ್ನಿ ಮನ್ ಪರ್ತುನ್ ದೆವಾಕ್ಡೆ ಯೆವ್ನ್ ಬಾಲ್ತಿಮ್ ಕರುನ್ ಘೆವಾ ಮನುನ್ ಶಿಕಾಪ್ ಕರ್ಲ್ಯಾನ್.