Acts 13:25 — Compare Translations

7 translations compared side by side

Odia - 1840
"ଯୋହନ ତାହାଙ୍କ କାର୍ୟ୍ଯ ପୂର୍ଣ୍ଣ କରି କହିଲେ, ' ମାେତେ ତୁମ୍ଭମାନେେ କିଏ ବୋଲି ଭାବୁଛ? ମୁଁ ଖ୍ରୀଷ୍ଟ ନୁହେଁ। ଯେ ମାରେ ପରେ ଆସୁଛନ୍ତି, ତାହାଙ୍କର ଜୋତା ଫିତା ଫିଟଇବୋ ପାଇଁ ମଧ୍ଯ ମୁଁ ଯୋଗ୍ଯ ନୁହେଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯୋହନ ଆପଣାର ନିରୂପିତ କର୍ମ ସମାପ୍ତ କରୁ କରୁ କହିଲେ, ମୁଁ ଯେ ବୋଲି ତୁମ୍ଭେମାନେ ମନେ କରୁଅଛ, ମୁଁ ସେ ନୁହେଁ । କିନ୍ତୁ ଦେଖ, ମୋʼ ପଛରେ ଜଣେ ଆସୁଅଛନ୍ତି, ତାହାଙ୍କ ପାଦର ପାଦୁକା ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି ଯୋହନ ତାଙ୍କର ସେବାକାର୍ଯ୍ୟ ଶେଷ କରିବା ପୂର୍ବରୁ ଲୋକମାନଙ୍କୁ ପଚାରିଲେ, ‘ମୋ’ ବିଷୟରେ ତୁମ୍ଭମାନଙ୍କ ଧାରଣା କ’ଣ? ତୁମ୍ଭେମାନେ ଯାହାଙ୍କ ପ୍ରତୀକ୍ଷାରେ ଅଛ, ମୁଁ ସେ’ ନୁହେଁ। କିନ୍ତୁ ଶୁଣ! ମୋ’ ପରେ ଯେ ଆସୁଛନ୍ତି, ମୁଁ ତାଙ୍କ ପାଦରୁ ପାଦୁକା ଖୋଲିବା ପାଇଁ ମଧ୍ୟ ଯୋଗ୍ୟ ନୁହେଁ।’
Odia Bible ERV 2004 (ପବିତ୍ର ବାଇବଲ)
ଯୋହନ ତାହାଙ୍କ କାର୍ଯ୍ୟ ପୂର୍ଣ୍ଣ କରି କହିଲେ, ‘ମୋତେ ତୁମ୍ଭେମାନେ କିଏ ବୋଲି ଭାବୁଛ? ମୁଁ ଖ୍ରୀଷ୍ଟ ନୁହେଁ। ଯେ ମୋର ପରେ ଆସୁଛନ୍ତି, ତାହାଙ୍କର ଜୋତା ଫିତା ଫିଟେଇବା ପାଇଁ ମଧ୍ୟ ମୁଁ ଯୋଗ୍ୟ ନୁହେଁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯୋହନ ଆପଣାର ନିରୂପିତ କର୍ମ ସମାପ୍ତ କରୁ କରୁ କହିଲେ, ମୁଁ ଯେ ବୋଲି ତୁମ୍ଭେମାନେ ମନେ କରୁଅଛ, ମୁଁ ସେ ନୁହେଁ। କିନ୍ତୁ ଦେଖ, ମୋ ପଛରେ ଜଣେ ଆସୁଅଛନ୍ତି, ତାହାଙ୍କ ପାଦର ପାଦୁକା ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯୋହନ ଆପଣାର ନିରୂପିତ କର୍ମ ସମାପ୍ତ କରୁ କରୁ କହିଲେ, ମୁଁ ଯେ ବୋଲି ତୁମ୍ଭେମାନେ ମନେ କରୁଅଛ, ମୁଁ ସେ ନୁହେଁ । କିନ୍ତୁ ଦେଖ, ମୋ ପଛରେ ଜଣେ ଆସୁଅଛନ୍ତି, ତାହାଙ୍କ ପାଦର ପାଦୁକା ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹಿ ಕಾಮಾ ಸಾರ್ತಾನಾ ಜುವಾಂವಾನ್ ಲೊಕಾಕ್ನಿ “ಮಿಯಾ ಕೊನ್ ಮನುನ್ ತುಮಿ ಯೆವಜ್ತ್ಯಾಸಿ ಮಿಯಾ ಕ್ರಿಸ್ತ್ ನ್ಹಯ್ ಮಾಜ್ಯಾ ಮಾನಾ ತೊ ಯೆತಲೊ ಹಾಯ್ ಮಿಯಾ ತೆಚ್ಯಾ ಪಾಯಾತ್ಲಿ ವ್ಹಾನಾಯ್ಯಾ ಕಾಡುಕ್‍ಬಿ ಯೊಗ್ಯ್ ನಾ” ಮನುನ್ ಸಾಂಗ್ಲ್ಯಾನ್.