Acts 13:26 — Compare Translations
7 translations compared side by side
Odia - 1840
" ହେ ଭାଇମାନେ, ଅବ୍ରହାମଙ୍କ ପୁତ୍ରମାନେ ଓ ପ୍ରକୃତ ପରମେଶ୍ବରଙ୍କୁ ଉପାସନା କରୁଥିବା ଅନ୍ୟଜାତୀୟମାନେ, ଆମ୍ଭମାନଙ୍କ ପାଇଁ ଏହି ପରିତ୍ରାଣର ସୁସମାଚ଼ାର ପଠାଯାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଭ୍ରାତୃବୃନ୍ଦ, ଅବ୍ରହାମଙ୍କ ବଂଶର ସନ୍ତାନସନ୍ତତି ଓ ଆପଣମାନଙ୍କ ମଧ୍ୟରୁ ଈଶ୍ଵରଭୟକାରୀମାନେ, ଆମ୍ଭମାନଙ୍କ ନିକଟକୁ ଏହି ପରିତ୍ରାଣର ବାକ୍ୟ ପ୍ରେରିତ ହୋଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଅବ୍ରହାମଙ୍କ ବଂଶଜ ହେ ଇଶ୍ରାଏଲୀୟ ଭାଇମାନେ ଓ ଈଶ୍ୱରଙ୍କ ଉପାସନା କରୁଥିବା ଏଠାରେ ଉପସ୍ଥିତ ଅଣଇହୁଦୀ ଲୋକମାନେ, ଆମକୁ ହିଁ ଏହି ପରିତ୍ରାଣର ବାର୍ତ୍ତା ପ୍ରଦତ୍ତ ହୋଇଛି।
Odia Bible ERV 2004 (ପବିତ୍ର ବାଇବଲ)
“ହେ ଭାଇମାନେ, ଅବ୍ରହାମଙ୍କ ପୁତ୍ରମାନେ ଓ ପ୍ରକୃତ ପରମେଶ୍ୱରଙ୍କୁ ଉପାସନା କରୁଥିବା ଅନ୍ୟଜାତୀୟମାନେ, ଆମ୍ଭମାନଙ୍କ ପାଇଁ ଏହି ପରିତ୍ରାଣର ସୁସମାଗ୍ଭର ପଠାଯାଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଭାଇମାନେ, ଅବ୍ରହାମଙ୍କ ବଂଶର ସନ୍ତାନସନ୍ତତି ଓ ଆପଣମାନଙ୍କ ମଧ୍ୟରୁ ଈଶ୍ବର ଭୟକାରୀମାନେ, ଆମ୍ଭମାନଙ୍କ ନିକଟକୁ ଏହି ପରିତ୍ରାଣର ବାକ୍ୟ ପ୍ରେରିତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ହେ ଭାଇମାନେ, ଅବ୍ରହାମଙ୍କ ବଂଶର ସନ୍ତାନସନ୍ତତି ଓ ଆପଣମାନଙ୍କ ମଧ୍ୟରୁ ଈଶ୍ୱର ଭୟକାରୀମାନେ, ଆମ୍ଭମାନଙ୍କ ନିକଟକୁ ଏହି ପରିତ୍ରାଣର ବାକ୍ୟ ପ୍ରେରିତ ହୋଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಮಾಜ್ಯಾ ಭಾವಾನು ಅಬ್ರಾಹಾಮಾಚ್ಯಾ ಘರಾನಾತ್ಲಾ ಲೆಕಾನು ಅನಿ ಖರ್ಯ್ಯಾ ದೆವಾಕ್ ಆರಾದನ್ ಕರುನ್ಗೆತ್ ಹೊತ್ತ್ಯಾ ಜುದೆವಾಂಚೆ ನ್ಹಯ್ ಹೊಲ್ಯಾ ಲೊಕಾನು, ಆಯ್ಕಾ!” ಅಮ್ಚ್ಯಾ ಸಾಟಿಚ್ ಹಿ ರಾಕ್ವನಿಚಿ ಖಬರ್ ಧಾಡಲಿ ಹಾಯ್.
Recommended Reading