Acts 13:27 — Compare Translations

7 translations compared side by side

Odia - 1840
"ୟିରୂଶାଲମ ବାସିନ୍ଦାମାନେ ଓ ଯିହୂଦୀନେତାମାନେ ଯୀଶୁଙ୍କୁ ଚ଼ିହ୍ନି ପାରିଲେ ନାହିଁ। ସମାନେେ ତାହାଙ୍କୁ ଦଣ୍ଡ ଦେଲେ। ଏହି ପ୍ରକା ରେ ସମାନେେ ଭବିଷ୍ଯଦ୍ବକ୍ତାମାନଙ୍କ ବାକ୍ଯ ସଫଳ କଲେ। ଭବିଷ୍ଯଦ୍ବକ୍ତାମାନଙ୍କର ଏହି ବାକ୍ଯ ସବୁ ପ୍ରତି ବିଶ୍ରାମ ଦିବସ ରେ ପଢ଼ାଯାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯିରୂଶାଲମ ନିବାସୀମାନେ ଆଉ ସେମାନଙ୍କର ଅଧ୍ୟକ୍ଷଗଣ ତାହାଙ୍କୁ, ପୁଣି ପ୍ରତି ବିଶ୍ରାମବାରରେ ପାଠ କରାଯାଉଥିବା ଭାବବାଦୀମାନଙ୍କର ବାକ୍ୟସବୁକୁ ନ ଜାଣିବାରୁ ତାହାଙ୍କୁ ଦୋଷୀ କରି ସେସମସ୍ତ ସଫଳ କଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ସେ ଯେ ପରିତ୍ରାଣକର୍ତ୍ତା, ଯିରୂଶାଲମ ଅଧିବାସୀ ଓ ସେମାନଙ୍କ ନେତାମାନେ ତାହା ଜାଣି ନ ଥିଲେ। ସେମାନେ ପ୍ରତି ବିଶ୍ରାମବାରରେ ପାଠ କରାଯାଉଥିବା ଭାବବାଦୀମାନଙ୍କ କଥାର ଅର୍ଥ ବୁଝୁ ନ ଥିଲେ। ତଥାପି ଯୀଶୁଙ୍କୁ ଦୋଷୀ କରି ସେମାନେ ଭାବବାଦୀମାନଙ୍କ ବାକ୍ୟକୁ ସଫଳ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯିରୁଶାଲମ ବାସିନ୍ଦାମାନେ ଓ ଯିହୂଦୀନେତାମାନେ ଯୀଶୁଙ୍କୁ ଚିହ୍ନି ପାରିଲେ ନାହିଁ। ସେମାନେ ତାହାଙ୍କୁ ଦଣ୍ଡ ଦେଲେ। ଏହି ପ୍ରକାରେ ସେମାନେ ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ବାକ୍ୟ ସଫଳ କଲେ। ଭବିଷ୍ୟ‌ଦ୍‌ବକ୍ତାମାନଙ୍କର ଏହି ବାକ୍ୟ ସବୁ ପ୍ରତି ବିଶ୍ରାମ ଦିବସରେ ପଢ଼ାଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯିରୂଶାଲମ ନିବାସୀମାନେ ଆଉ ସେମାନଙ୍କର ଅଧ୍ୟକ୍ଷଗଣ ତାହାଙ୍କୁ ପୁଣି, ପ୍ରତି ବିଶ୍ରାମବାର ଦିନରେ ପାଠ କରାଯାଉଥିବା ଭାବବାଦୀମାନଙ୍କର ବାକ୍ୟସବୁକୁ ନ ଜାଣିବାରୁ ତାହାଙ୍କୁ ଦୋଷୀ କରି ସେ ସମସ୍ତ ସଫଳ କଲେ,
Odia IRV 2017 (ଓଡିଆ ବାଇବେଲ)
କାରଣ ଯିରୂଶାଲମ ନିବାସୀମାନେ ଆଉ ସେମାନଙ୍କର ଅଧ୍ୟକ୍ଷଗଣ ତାହାଙ୍କୁ ପୁଣି, ପ୍ରତି ବିଶ୍ରାମବାରରେ ପାଠ କରାଯାଉଥିବା ଭାବବାଦୀମାନଙ୍କର ବାକ୍ୟସବୁକୁ ନ ଜାଣିବାରୁ ତାହାଙ୍କୁ ଦୋଷୀ କରି ସେ ସମସ୍ତ ସଫଳ କଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆರುಜಲೆಮಾತ್ ಹೊತ್ತ್ಯಾ ಜುದೆವಾನಿ ಅನಿ ಜುದೆವಾಂಚ್ಯಾ ಮುಂಖಡಾನಿ ಜೆಜುಚ್ ಅರ್ಥ್ ಕರುನ್ ಘೆವ್ಕ್ ನಾತ್, ಹರ್ ಎಕ್ ಸಬ್ಬತಾಚ್ಯಾ ದಿಸಾಬಿ ಪ್ರವಾದ್ಯಾಚಿ ಗೊಸ್ಟಿಯಾ ಪುರಾ ಹೊಲಿ.