Acts 13:28 — Compare Translations

7 translations compared side by side

Odia - 1840
"ସମାନେେ ତାହାଙ୍କର ମୃତ୍ଯୁଦଣ୍ଡ ଦବୋର କିଛି କାରଣ ନ ପାଇ ତାହାଙ୍କୁ ମାରିଦବୋପାଇଁ ପୀଲାତଙ୍କୁ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ପ୍ରାଣଦଣ୍ତର କୌଣସି କାରଣ ନ ପାଇଲେ ସୁଦ୍ଧା ତାହାଙ୍କୁ ବଧ କରିବା ନିମନ୍ତେ ପୀଲାତଙ୍କୁ ନିବେଦନ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୃତ୍ୟୁଦଣ୍ଡର କୌଣସି କାରଣ ନ ପାଇ ସୁଦ୍ଧା ତାଙ୍କୁ ମୃତ୍ୟୁଦଣ୍ଡ ଦେବା ପାଇଁ ସେମାନେ ପୀଲାତଙ୍କୁ କହିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ତାହାଙ୍କର ମୃତ୍ୟୁଦଣ୍ଡ ଦେବାର କିଛି କାରଣ ନ ପାଇ ତାହାଙ୍କୁ ମାରିଦେବା ପାଇଁ ପୀଲାତଙ୍କୁ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ପ୍ରାଣଦଣ୍ଡର କୌଣସି କାରଣ ନ ପାଇଲେ ସୁଦ୍ଧା ତାହାଙ୍କୁ ବଧ କରିବା ନିମନ୍ତେ ପୀଲାତଙ୍କୁ ନିବେଦନ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ପ୍ରାଣଦଣ୍ଡର କୌଣସି କାରଣ ନ ପାଇଲେ ସୁଦ୍ଧା ତାହାଙ୍କୁ ବଧ କରିବା ନିମନ୍ତେ ପୀଲାତଙ୍କୁ ନିବେଦନ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಮರುಕುಚ್ ಪಾಜೆ ಮನ್ತಲ್ಯಾಕ್ ತೆಂಕಾ ಕಾರನ್ ಗಾವ್ಕ್ ನಸ್ಲ್ಯಾರ್ಬಿ ತೆಕಾ ಜಿವಾನಿ ಮಾರುಚೆ ಮನುನ್ ಪಿಲಾತಾಕ್ಡೆ ಮಾಗುನ್ ಘೆಟ್ಲ್ಯಾನಿ.