Acts 13:29 — Compare Translations

7 translations compared side by side

Odia - 1840
"ତାହାଙ୍କ ବିଷୟ ରେ ସବୁ ଲଖାେ ହାଇେଥିବା ଘଟଣାମାନ ପୂର୍ଣ୍ଣ ହେଲା ପରେ ସମାନେେ ତାହାଙ୍କୁ କୃଶରୁ ଓହ୍ଲାଇ ଆଣି କବର ମଧିଅରେ ରଖି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତାହାଙ୍କ ବିଷୟରେ ଯାହାସବୁ ଲେଖାଅଛି, ସେସମସ୍ତ ସେମାନେ ପୂର୍ଣ୍ଣ କଲା ଉତ୍ତାରେ ତାହାଙ୍କୁ କ୍ରୁଶରୁ ଓହ୍ଲାଇ ଆଣି ସମାଧିରେ ରଖିଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କ ବିଷୟରେ ଧର୍ମଶାସ୍ତ୍ରରେ ଯେଉଁ ସବୁ ବିଷୟ ଲିଖିତ ଅଛି, ତଦନୁଯାୟୀ ସବୁ କାର୍ଯ୍ୟ କରିବା ପରେ ସେମାନେ ତାଙ୍କୁ କ୍ରୁଶରୁ ଓହ୍ଲାଇ ଆଣି ଏକ ସମାଧିରେ ସ୍ଥାପନ କଲେ।
Odia Bible ERV 2004 (ପବିତ୍ର ବାଇବଲ)
“ତାହାଙ୍କ ବିଷୟରେ ସବୁ ଲେଖା ହୋଇଥିବା ଘଟଣାମାନ ପୂର୍ଣ୍ଣ ହେଲା ପରେ ସେମାନେ ତାହାଙ୍କୁ କ୍ରୁଶରୁ ଓହ୍ଲାଇ ଆଣି କବର ମଧ୍ୟରେ ରଖିଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାହାଙ୍କ ବିଷୟରେ ଯାହାସବୁ ଲେଖାଅଛି, ସେ ସମସ୍ତ ପୂର୍ଣ୍ଣ କଲା ଉତ୍ତାରେ ତାହାଙ୍କୁ କ୍ରୁଶରୁ ଓହ୍ଲାଇ ଆଣି ସମାଧିରେ ରଖିଦେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାହାଙ୍କ ବିଷୟରେ ଯାହାସବୁ ଲେଖା ଅଛି, ସେ ସମସ୍ତ ପୂର୍ଣ୍ଣ କଲା ଉତ୍ତାରେ ତାହାଙ୍କୁ କ୍ରୁଶରୁ ଓହ୍ଲାଇ ଆଣି ସମାଧିରେ ରଖିଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪವಿತ್ರ್ ಪುಸ್ತಕಾತ್ ಲಿವಲ್ಯಾ ಸಾರ್ಕೆ ಜೆಜುಕ್ ಹೊವ್ಚೆ ಮನುನ್ ಹೊತ್ತೆ ಬುರ್ಶೆಪಾನ್ ಸಗ್ಳೆ ಜುದೆವಾಂಚ್ಯಾ ಲೊಕಾನಿಚ್ ತೆಕಾ ಕರ್‍ಲ್ಯಾನಿ ತೆಚ್ಯಾ ಮಾನಾ ತೆಕಾ ಕುರ್ಸಾ ವೈನಾ ಖಾಲ್ತಿ ಉತ್ರುನ್ ಸಮಾದಿತ್ ಥವ್ಲ್ಯಾನಿ.