Acts 13:3 — Compare Translations
7 translations compared side by side
Odia - 1840
"ତେଣୁ ସମାନେେ ଉପବାସ ଓ ପ୍ରାର୍ଥନା କରିବା ପରେ ବର୍ଣ୍ଣବ୍ବା ଓ ଶାଉଲଙ୍କ ଉପରେ ହସ୍ତାର୍ପଣ କରି ବିଦାୟ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେମାନେ ଉପବାସ ଓ ପ୍ରାର୍ଥନା କଲା ଉତ୍ତାରେ ସେମାନଙ୍କ ଉପରେ ହସ୍ତାର୍ପଣ କରି ସେମାନଙ୍କୁ ବିଦାୟ ଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଭାବବାଦୀମାନେ ଉପବାସ ଓ ପ୍ରାର୍ଥନା କରି ସେହି ଦୁଇ ଜଣଙ୍କ ଉପରେ ହସ୍ତାର୍ପଣ କରି ସେମାନଙ୍କୁ ପ୍ରଚାର କାର୍ଯ୍ୟରେ ପଠାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେମାନେ ଉପବାସ ଓ ପ୍ରାର୍ଥନା କରିବା ପରେ ବର୍ଣ୍ଣବ୍ବା ଓ ଶାଉଲଙ୍କ ଉପରେ ହସ୍ତାର୍ପଣ କରି ବିଦାୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେମାନେ ଉପବାସ ଓ ପ୍ରାର୍ଥନା କଲା ଉତ୍ତାରେ ସେମାନଙ୍କ ଉପରେ ହସ୍ତାର୍ପଣ କରି ସେମାନଙ୍କୁ ବିଦାୟ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେମାନେ ଉପବାସ ଓ ପ୍ରାର୍ଥନା କଲା ଉତ୍ତାରେ ସେମାନଙ୍କ ଉପରେ ହସ୍ତାର୍ପଣ କରି ସେମାନଙ୍କୁ ବିଦାୟ ଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್ ತಾಂಡ್ಯಾಚ್ಯಾ ಲೊಕಾನಿ ಉಪ್ಪಾಸಿ ರಾವ್ನ್ ಮಾಗ್ನೆ ಕರುನ್, ಬಾರ್ನಾಬಾಸಾಕ್ ಅನಿ ಸಾವ್ಲಾಕ್ ಟಕ್ಲ್ಯಾ ವರ್ತಿ ಹಾತ್ ಥವ್ನ್ ತೆಂಕಾ ಆಶಿರ್ವಾದ್ ಕರುನ್ ಧಾಡುನ್ ದಿಲ್ಯಾನಿ.