Acts 13:31 — Compare Translations

7 translations compared side by side

Odia - 1840
" ସେ ତାହାଙ୍କ ସହିତ ଗାଲିଲୀରୁ ୟିରୂଶାଲମକୁ ଆସିଥିବା ଲୋକମାନଙ୍କୁ ବହୁତ ଦିନ ପର୍ୟ୍ଯନ୍ତ ଦର୍ଶନ ଦେଲେ। ସମାନେେ ଲୋକମାନଙ୍କ ଆଗ ରେ ଏବେ ତାହାଙ୍କର ସାକ୍ଷୀ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେଉଁମାନେ ତାହାଙ୍କ ସହିତ ଗାଲିଲୀରୁ ଯିରୂଶାଲମକୁ ଆସିଥିଲେ, ସେମାନେ ଅନେକ ଦିନ ପର୍ଯ୍ୟନ୍ତ ତାହାଙ୍କ ଦର୍ଶନ ପାଇଲେ; ସେମାନେ ବର୍ତ୍ତମାନ ଲୋକମାନଙ୍କ ନିକଟରେ ତାହାଙ୍କର ସାକ୍ଷୀ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅନେକ ଦିନ ପର୍ଯ୍ୟନ୍ତ ତାଙ୍କ ସହିତ ଗାଲିଲୀରୁ ଯିରୂଶାଲମକୁ ଯିବା ଆସିବା କରୁଥିବା ଲୋକମାନଙ୍କୁ ସେ ଦେଖାଦେଲେ। ବର୍ତ୍ତମାନ ସେମାନେ ଇଶ୍ରାଏଲ ଲୋକମାନଙ୍କ ନିକଟରେ ତାଙ୍କ ସାକ୍ଷୀ ଅଟନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
“ସେ ତାହାଙ୍କ ସହିତ ଗାଲିଲୀରୁ ଯିରୁଶାଲମକୁ ଆସିଥିବା ଲୋକମାନଙ୍କୁ ବହୁତ ଦିନ ପର୍ଯ୍ୟନ୍ତ ଦର୍ଶନ ଦେଲେ। ସେମାନେ ଲୋକମାନଙ୍କ ଆଗରେ ଏବେ ତାହାଙ୍କର ସାକ୍ଷୀ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେଉଁମାନେ ତାହାଙ୍କ ସହିତ ଗାଲିଲୀରୁ ଯିରୂଶାଲମ ସହରକୁ ଆସିଥିଲେ, ସେମାନେ ଅନେକ ଦିନ ପର୍ଯ୍ୟନ୍ତ ତାହାଙ୍କ ଦର୍ଶନ ପାଇଲେ; ସେମାନେ ବର୍ତ୍ତମାନ ଲୋକମାନଙ୍କ ନିକଟରେ ତାହାଙ୍କର ସାକ୍ଷୀ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେଉଁମାନେ ତାହାଙ୍କ ସହିତ ଗାଲିଲୀରୁ ଯିରୂଶାଲମକୁ ଆସିଥିଲେ, ସେମାନେ ଅନେକ ଦିନ ପର୍ଯ୍ୟନ୍ତ ତାହାଙ୍କ ଦର୍ଶନ ପାଇଲେ; ସେମାନେ ବର୍ତ୍ତମାନ ଲୋକମାନଙ୍କ ନିକଟରେ ତାହାଙ୍କର ସାକ୍ଷୀ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಹೊಲ್ಲ್ಯಾ ಮಾನಾ ಜೆಜು ವಾಂಗ್ಡಾ ಗಲಿಲಾಯಾಕ್ನಾ ಜೆರುಜಲೆಮಾಕ್ ಯೆಲ್ಲ್ಯಾ ಲೊಕಾನಿ ತೆಕಾ ಲೈ ದಿಸಾಂಚ್ಯಾ ಪಾತರ್ ಬಗ್ಲ್ಯಾನಿ, ಅತ್ತಾ ತೆನಿಚ್ ತೆಚ್ಯಾ ವಿಶಯಾತ್ ಅಮ್ಚ್ಯಾ ಲೊಕಾಂಚ್ಯಾ ಫಿಡ್ಯಾತ್ ಸಾಕ್ಷಿ ಹೊವ್ನ್ ಹಾತ್.