Acts 13:32 — Compare Translations
7 translations compared side by side
Odia - 1840
"ଆମ୍ଭ ପୂର୍ବ ପୁରୁଷମାନଙ୍କ ପ୍ରତିଜ୍ଞା କରାଯାଇଥିବା ଅନୁସାରେ ଆମ୍ଭେ ତୁମ୍ଭମାନଙ୍କୁ ସୁସମାଚ଼ାର ଶୁଣାଉଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ପିତୃପୁରୁଷମାନଙ୍କ ନିକଟରେ କୃତ ପ୍ରତିଜ୍ଞା ବିଷୟରେ ଆମ୍ଭେମାନେ ଆପଣମାନଙ୍କୁ ଏହି ସୁସମାଚାର ଜଣାଉଅଛୁ ଯେ,
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି ଆମେ ଏଠାରେ ତୁମ୍ଭମାନଙ୍କୁ ଏହି ଶୁଭବାର୍ତ୍ତା ଜଣାଇବା ପାଇଁ ଉପସ୍ଥିତ। ଈଶ୍ୱର ଆମ ପୂର୍ବପୁରୁଷମାନଙ୍କୁ ଯେଉଁ ପ୍ରତିଜ୍ଞା କରିଥିଲେ, ସେ ତାହା ରକ୍ଷା କରିଛନ୍ତି। ସେମାନଙ୍କ ବଂଶଧର ଆମ ପାଇଁ ଯୀଶୁଙ୍କୁ ପୁନର୍ଜୀବିତ କରିବା ଦ୍ୱାରା ସେ ତାହା ସାଧନ କରିଛନ୍ତି। ଗୀତସଂହିତାର ଦ୍ୱିତୀୟ ଗୀତରେ ଏ କଥାକୁ ଉପଲକ୍ଷ୍ୟ କରି ଲେଖାଯାଇଛି: ‘ତୁମେ ମୋର ପୁତ୍ର, ଆଜି ମୁଁ ତୁମର ପିତା ହୋଇଛି’
Odia Bible ERV 2004 (ପବିତ୍ର ବାଇବଲ)
“ଆମ୍ଭ ପୂର୍ବ ପୁରୁଷମାନଙ୍କ ପ୍ରତିଜ୍ଞା କରାଯାଇଥିବା ଅନୁସାରେ ଆମ୍ଭେ ତୁମ୍ଭମାନଙ୍କୁ ସୁସମାଗ୍ଭର ଶୁଣାଉଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ପିତୃ-ପୁରୁଷମାନଙ୍କ ନିକଟରେ କୃତ ପ୍ରତିଜ୍ଞା ବିଷୟରେ ଆମ୍ଭେମାନେ ଆପଣମାନଙ୍କୁ ଏହି ସୁସମାଚାର ଜଣାଉଅଛୁ ଯେ,
Odia IRV 2017 (ଓଡିଆ ବାଇବେଲ)
ଆଉ ପିତୃପୁରୁଷମାନଙ୍କ ନିକଟରେ କୃତ ପ୍ରତିଜ୍ଞା ବିଷୟରେ ଆମ୍ଭେମାନେ ଆପଣମାନଙ୍କୁ ଏହି ସୁସମାଚାର ଜଣାଉଅଛୁ ଯେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ದೆವಾನ್ ಅಮ್ಚ್ಯಾ ಪುರ್ವಜ್ ಲೊಕಾಕ್ನಿ ಗೊಸ್ಟ್ ದಿಲ್ಲ್ಯಾ ವಿಶಯಾಚೆ ಬರಿ ಖಬರ್ ಅಮಿ ತುಮ್ಕಾ ಸಾಂಗ್ತಾಂವ್.