Acts 13:33 — Compare Translations

6 translations compared side by side

Odia - 1840
"ପରମେଶ୍ବର ସହେି ପ୍ରତିଜ୍ଞାକୁ ଆମ୍ଭପରି ତାହାଙ୍କର ସନ୍ତାନମାନଙ୍କ ନିମନ୍ତେ ପୁର୍ଣ୍ଣ କରିଛନ୍ତି। ଏହିପରି ଏହା ଗୀତସଂହିତା ରେ ଲଖାେଅଛି:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଈଶ୍ଵର ଯୀଶୁଙ୍କୁ ଉତ୍ଥାପନ କରି ସେମାନଙ୍କର ସନ୍ତାନ ଯେ ଆମ୍ଭେମାନେ, ଆମ୍ଭମାନଙ୍କ ପ୍ରତି ସେହି ପ୍ରତିଜ୍ଞା ସଫଳ କରିଅଛନ୍ତି, ଯେପରି ଦ୍ଵିତୀୟ ଗୀତରେ ମଧ୍ୟ ଲେଖାଅଛି, “ତୁମ୍ଭେ ଆମ୍ଭର ପୁତ୍ର, ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ ।”
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସେହି ପ୍ରତିଜ୍ଞାକୁ ଆମ୍ଭପରି ତାହାଙ୍କର ସନ୍ତାନମାନଙ୍କ ନିମନ୍ତେ ପୂର୍ଣ୍ଣ କରିଛନ୍ତି। ଏହିପରି ଏହା ଗୀତସଂହିତରେ ଲେଖାଅଛି: ‘ତୁମ୍ଭେ ମୋ’ ପୁତ୍ର, ଆଜି ମୁଁ ତୁମ୍ଭର ପିତା ହେଲି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଈଶ୍ବର ଯୀଶୁଙ୍କୁ ଉତ୍ଥାପନ କରି ସେମାନଙ୍କର ସନ୍ତାନ ଯେ ଆମ୍ଭେମାନେ, ଆମ୍ଭମାନଙ୍କ ପ୍ରତି ସେହି ପ୍ରତିଜ୍ଞା ସଫଳ କରିଅଛନ୍ତି, ଯେପରି ଦ୍ବିତୀୟ ଗୀତସଂହିତାରେ ମଧ୍ୟ ଲେଖାଅଛି, “ତୁମ୍ଭେ ଆମ୍ଭର ପୁତ୍ର, ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ।”
Odia IRV 2017 (ଓଡିଆ ବାଇବେଲ)
ଈଶ୍ୱର ଯୀଶୁଙ୍କୁ ଉତ୍ଥାପନ କରି ସେମାନଙ୍କର ସନ୍ତାନ ଯେ ଆମ୍ଭେମାନେ, ଆମ୍ଭମାନଙ୍କ ପ୍ରତି ସେହି ପ୍ରତିଜ୍ଞା ସଫଳ କରିଅଛନ୍ତି, ଯେପରି ଗୀତସଂହିତା ଦୁଇ ଅଧ୍ୟାୟରେ ମଧ୍ୟ ଲେଖା ଅଛି, "ତୁମ୍ଭେ ଆମ୍ଭର ପୁତ୍ର, ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ" ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ತೆಂಚ್ಯಾ ಖಂದಾನಾಚೆ ಹೊವ್ನ್ ಹಾತ್ ದೆವಾನ್ ಜೆಜುಕ್ ಮರಲ್ಯಾಕ್ನಾ ಝಿತ್ತೊ ಕರುನ್ ಉಟ್ವುನ್ ಅಮ್ಚ್ಯಾ ಸಾಟ್ನಿ ಹಿ ಗೊಸ್ಟ್ ಹೊಯ್‍ ಸಾರ್ಕೆ ಕರುನ್ ಥವ್ಲಾ ಹೆಚ್ಯಾ ಬಗ್ಗೆ ದೊನ್ವೆಚ್ಯಾ ಕಿರ್ತನ್ಯಾತ್ ಅಶೆ ಲಿವಲ್ಲೆ ಹಾಯ್. “ತಿಯಾ ಮಾಜೊ ಲೆಕ್,ಆಜುಚ್ ಮಿಯಾ ತುಜೊ ಬಾಬಾ ಹೊಲಾ”