Acts 13:36 — Compare Translations
7 translations compared side by side
Odia - 1840
"ଦାଉଦ ତାହାଙ୍କ ୟୁଗ ରେ ପରମେଶ୍ବରଙ୍କର ଇଚ୍ଛା ଅନୁସାରେ ସବୋକାର୍ୟ୍ଯ କରି ସାରିଲାପରେ ଦହେତ୍ଯାଗ କରିଥିଲେ। ଦାଉଦଙ୍କୁ ତାହାଙ୍କ ପୂର୍ବପୁରୁଷମାନଙ୍କ ସହିତ ସମାଧି ଦିଆଗଲା ଓ ସେ କ୍ଷୟ ପ୍ରାପ୍ତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାଉଦ ତ ଆପଣା ସମକାଳୀନ ଲୋକମାନଙ୍କ ମଧ୍ୟରେ ଈଶ୍ଵରଙ୍କର ସଙ୍କଳ୍ପ ଅନୁସାରେ ସେବକର କାର୍ଯ୍ୟ କଲା ଉତ୍ତାରେ ମହାନିଦ୍ରାପ୍ରାପ୍ତ ହେଲେ ଏବଂ ଆପଣା ପିତୃପୁରୁଷମାନଙ୍କ ନିକଟରେ ସମାଧିସ୍ଥ ହୋଇ କ୍ଷୟ ପାଇଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ଦାଉଦ ତାଙ୍କ ରାଜତ୍ୱ କାଳରେ ଈଶ୍ୱରଙ୍କ ଉଦ୍ଦେଶ୍ୟ ସାଧନ କରି ଶେଷରେ ମୃତ୍ୟୁ ଭୋଗ କଲେ ଓ ପୂର୍ବପୁରୁଷମାନଙ୍କ ସହିତ ସମାଧିପ୍ରାପ୍ତ ହେଲେ। ତାଙ୍କ ଶରୀର ସମାଧିରେ କ୍ଷୟ ପାଇଲା।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ତାହାଙ୍କ ଯୁଗରେ ପରମେଶ୍ୱରଙ୍କର ଇଚ୍ଛା ଅନୁସାରେ ସେବାକାର୍ଯ୍ୟ କରି ସାରିଲାପରେ ଦେହତ୍ୟାଗ କରିଥିଲେ। ଦାଉଦଙ୍କୁ ତାହାଙ୍କ ପୂର୍ବପୁରୁଷମାନଙ୍କ ସହିତ ସମାଧି ଦିଆଗଲା ଓ ସେ କ୍ଷୟ ପ୍ରାପ୍ତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦାଉଦ ତ ଆପଣା ସମକାଳୀନ ଲୋକମାନଙ୍କ ମଧ୍ୟରେ ଈଶ୍ବରଙ୍କର ସଙ୍କଳ୍ପ ଅନୁସାରେ ସେବକର କାର୍ଯ୍ୟ କଲା ଉତ୍ତାରେ ମହାନିଦ୍ରାପ୍ରାପ୍ତ ହେଲେ ଏବଂ ଆପଣା ପିତୃ-ପୁରୁଷମାନଙ୍କ ନିକଟରେ ସମାଧିସ୍ଥ ହୋଇ କ୍ଷୟ ପାଇଲେ;
Odia IRV 2017 (ଓଡିଆ ବାଇବେଲ)
ଦାଉଦ ତ ଆପଣା ସମକାଳୀନ ଲୋକମାନଙ୍କ ମଧ୍ୟରେ ଈଶ୍ୱରଙ୍କର ସଙ୍କଳ୍ପ ଅନୁସାରେ ସେବକର କାର୍ଯ୍ୟ କଲା ଉତ୍ତାରେ ମହାନିଦ୍ରାପ୍ରାପ୍ତ ହେଲେ ଏବଂ ଆପଣା ପିତୃପୁରୁଷମାନଙ୍କ ନିକଟରେ ସମାଧିସ୍ଥ ହୋଇ କ୍ଷୟ ପାଇଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದಾವಿದಾನ್ ಅಪ್ಲ್ಯಾ ಜಿವ್ ಹೊತ್ತ್ಯಾ ಯೆಳಾರ್ ಫುರಾ ದೆವಾಚ್ಯಾ ಇಚ್ಚ್ಯಾಸಾರ್ಕೆ ಜಿವನ್ ಕರ್ಲ್ಯಾನ್, ತೆಚ್ಯಾ ಮಾನಾ ತೊ ಮರುನ್ ಗೆಲೊ ತೆಕಾ ತೆಚ್ಯಾ ಪುರ್ವಜಾಂಚ್ಯಾ ವಾಂಗ್ಡಾ ಮಾಟಿ ಕರುನ್ ಹೊಲೆ,ತೆಜೆ ಆಂಗ್ ಸಮಾದಿತ್ ಕುಸುನ್ ಗೆಲೆ.