Acts 13:37 — Compare Translations
7 translations compared side by side
Odia - 1840
"କିନ୍ତୁ ପରମେଶ୍ବର ଯାହାଙ୍କୁ ମୃତ୍ଯୁରୁ ଉେଠଇଲେ ସେ କ୍ଷୟପ୍ରାପ୍ତ ହାଇେ ନଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯାହାଙ୍କୁ ଈଶ୍ଵର ଉଠାଇଅଛନ୍ତି, ସେ କ୍ଷୟ ପାଇ ନାହାନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଈଶ୍ୱର ଯାହାଙ୍କୁ ମୃତ୍ୟୁରୁ ଉତ୍ôଥତ କଲେ, ସେ କ୍ଷୟ ପାଇ ନାହାନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପରମେଶ୍ୱର ଯାହାଙ୍କୁ ମୃତ୍ୟୁରୁ ଉଠେଇଲେ ସେ କ୍ଷୟପ୍ରାପ୍ତ ହୋଇ ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯାହାଙ୍କୁ ଈଶ୍ବର ଉଠାଇଅଛନ୍ତି, ସେ କ୍ଷୟ ପାଇ ନାହାନ୍ତି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯାହାଙ୍କୁ ଈଶ୍ୱର ଉଠାଇଅଛନ୍ତି, ସେ କ୍ଷୟ ପାଇ ନାହାଁନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಜೆ ಕೊನಾಕ್ ತೆನಿ ಮರ್ನಾಕ್ನಾ ಝಿತ್ತೆ ಕರುನ್ ಉಟ್ವುಲಾ ತೆಜೆ ಆಂಗ್ ಕುಸುಕ್ನಾ,