Acts 13:38 — Compare Translations
7 translations compared side by side
Odia - 1840
"ତେଣୁ ଭାଇମାନେ, ତୁମ୍ଭମାନଙ୍କର ଜାଣିବା ଉଚିତ ଯେ, କବଳେ ଏହି ଜଣଙ୍କ ଦ୍ବାରା ହିଁ ତୁମ୍ଭମାନଙ୍କର ସମସ୍ତ ପାପ କ୍ଷମା ହାଇପୋ ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ହେ ଭାଇମାନେ, ଆପଣମାନେ ଏହା ଅବଗତ ହେଉନ୍ତୁ, ଏହି ବ୍ୟକ୍ତିଙ୍କ ଦ୍ଵାରା ଆପଣମାନଙ୍କ ନିକଟରେ ପାପମୋଚନ ପ୍ରଚାର କରାଯାଉଛି,
Odia BSI (ପବିତ୍ର ବାଇବଲ (CL) NT (BSI))
ଭାଇମାନେ, ତୁମେ ସବୁ ନିଶ୍ଚିତଭାବେ ଜାଣି ରଖିବା ଆବଶ୍ୟକ ଯେ କେବଳ ପ୍ରଭୁ ଯୀଶୁଙ୍କ ଦ୍ୱାରା ତୁମ ନିକଟରେ ପାପକ୍ଷମାର ବାର୍ତ୍ତା ପ୍ରଚାରିତ ହୋଇଅଛି। ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ମୁକ୍ତି ପାଇପାରି ନ ଥିବା ପ୍ରତ୍ୟେକେ ସେହି ଯୀଶୁଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ହିଁ ପରିତ୍ରାଣ ପାଇବେ, ଏହା ତୁମ୍ଭେମାନେ ବୁଝିବା ଆବଶ୍ୟକ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଭାଇମାନେ, ତୁମ୍ଭମାନଙ୍କର ଜାଣିବା ଉଚିତ୍ ଯେ, କେବଳ ଏହି ଜଣଙ୍କ ଦ୍ୱାରା ହିଁ ତୁମ୍ଭମାନଙ୍କର ସମସ୍ତ ପାପ କ୍ଷମା ହୋଇପାରେ। ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ତୁମ୍ଭେମାନେ ଯେଉଁ ମୁକ୍ତି ପାଇ ପାରିବ ନାହିଁ; ତାହାଙ୍କଠାରେ ବିଶ୍ୱାସ କରି ତୁମ୍ଭେମାନେ ସେହିସବୁ ପାପରୁ ମୁକ୍ତି ପାଇ ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ହେ ଭାଇମାନେ, ଆପଣମାନେ ଏହା ଅବଗତ ହେଉନ୍ତୁ, ଏହି ବ୍ୟକ୍ତିଙ୍କ ଦ୍ୱାରା ଆପଣମାନଙ୍କ ନିକଟରେ ପାପ କ୍ଷମା ପ୍ରଚାର କରାଯାଉଅଛି,
Odia IRV 2017 (ଓଡିଆ ବାଇବେଲ)
ଅତଏବ, ହେ ଭାଇମାନେ, ଆପଣମାନେ ଏହା ଅବଗତ ହେଉନ୍ତୁ, ଏହି ବ୍ୟକ୍ତିଙ୍କ ଦ୍ୱାରା ଆପଣମାନଙ୍କ ନିକଟରେ ପାପ କ୍ଷମା ପ୍ରଚାର କରାଯାଉଅଛି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಹೊವ್ನ್ ಮಾಜ್ಯಾ ಭಾವಾನು ಅನಿ ಭೆನಿಯಾನು ತುಮ್ಕಾ ಜೆಜುಕ್ನಾಚ್ ಪಾಪಾಕ್ ಕ್ಷಮಾ ಗಾವ್ತಾ ಮನುನ್ ಸಾಂಗುನ್ ಹೊಲಾ ಮನ್ತಲೆ ಮಿಯಾ ತುಮ್ಕಾ ಕಳ್ವುತಾ.