Acts 13:39 — Compare Translations

5 translations compared side by side

Odia - 1840
"ମାଶାଙ୍କେ ବ୍ଯବସ୍ଥା ଦ୍ବାରା ତୁମ୍ଭମାନେେ ଯେଉଁ ମୁକ୍ତି ପାଇ ପାରିବ ନାହିଁ; ତାହାଙ୍କଠା ରେ ବିଶ୍ବାସ କରି ତୁମ୍ଭମାନେେ ସହେିସବୁ ପାପରୁ ମୁକ୍ତି ପାଇ ପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମୋଶାଙ୍କ ବ୍ୟବସ୍ଥା ଦ୍ଵାରା ଯେସମସ୍ତ ବିଷୟରୁ ଆପଣମାନେ ମୁକ୍ତ ହୋଇ ଧାର୍ମିକ ଗଣିତ ହୋଇ ପାରିଲେ ନାହିଁ, ବିଶ୍ଵାସକାରୀ ପ୍ରତ୍ୟେକ ଲୋକ ତାହାଙ୍କ ଦ୍ଵାରା ସେହିସମସ୍ତ ବିଷୟରୁ ମୁକ୍ତ ହୋଇ ଧାର୍ମିକ ଗଣିତ ହୁଅନ୍ତି ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଯେ ସମସ୍ତ ବିଷୟରୁ ଆପଣମାନେ ମୁକ୍ତ ହୋଇ ଧାର୍ମିକ ଗଣିତ ହୋଇପାରିଲେ ନାହିଁ, ବିଶ୍ୱାସକାରୀ ପ୍ରତ୍ୟେକ ଲୋକ ତାହାଙ୍କ ଦ୍ୱାରା ସେହି ସମସ୍ତ ବିଷୟରୁ ମୁକ୍ତ ହୋଇ ଧାର୍ମିକ ଗଣିତ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଯେ ସମସ୍ତ ବିଷୟରୁ ଆପଣମାନେ ମୁକ୍ତ ହୋଇ ଧାର୍ମିକ ଗଣିତ ହୋଇ ପାରିଲେ ନାହିଁ, ବିଶ୍ୱାସକାରୀ ପ୍ରତ୍ୟେକ ଲୋକ ତାହାଙ୍କ ଦ୍ୱାରା ସେହି ସମସ୍ତ ବିଷୟରୁ ମୁକ୍ତ ହୋଇ ଧାର୍ମିକ ଗଣିତ ହୁଅନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಜ್ಯಾಕ್ನಾಚ್ ವಿಶ್ವಾಸ್ ಕರಲ್ಯಾ ಹರ್ ಎಕ್ಲ್ಯಾಕ್ನಿ ಪಾಪಾಕ್ನಾ ಸುಟ್ಕಾ ಅನಿ ಮೊಯ್ಜೆಚ್ಯಾ ಖಾಯ್ದ್ಯಾಂಚ್ಯಾ ವೈನಾ ಚುಕ್ದಾರಿ ಮನುನ್ ಸಾಂಗುಕ್ ಹೊಯ್ ನಸಲ್ಯಾ ಸಾರ್ಕೆ ಚುಕೆತ್ನಾ, ಸುಟ್ಕಾ ಹೊಲಾ.