Acts 13:4 — Compare Translations

7 translations compared side by side

Odia - 1840
"ବର୍ଣ୍ଣବ୍ବା ଓ ଶାଉଲ ପବିତ୍ର ଆତ୍ମାଙ୍କ ଦ୍ବାରା ପ୍ ରରେିତ ହାଇେ ସେଲୂକିଆ ନଗରକୁ ଗଲେ। ସଠାରୁେ ସମାନେେ କୁପ୍ର ଉପଦ୍ବୀପକୁ ଯାତ୍ରା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିପ୍ରକାରେ ସେମାନେ ପବିତ୍ର ଆତ୍ମାଙ୍କ ଦ୍ଵାରା ପ୍ରେରିତ ହୋଇ ସେଲୂକିଆକୁ ଗଲେ; ସେଠାରୁ ସେମାନେ ଜାହାଜରେ ଚଢ଼ି ସାଇପ୍ରସ୍କୁ ଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପବିତ୍ରଆତ୍ମାଙ୍କ ଦ୍ୱାରା ପ୍ରେରିତ ହୋଇ ବର୍ଣ୍ଣବା ଓ ଶାଉଲ ସେଲ୍ୟୁକିଆକୁ ଗଲେ ଓ ସେଠାରୁ ଜାହାଜ ଯୋଗେ ସାଇପ୍ରସ୍ ଦ୍ୱୀପକୁ ଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ଣ୍ଣ‌ବ୍‌‌ବା ଓ ଶାଉଲଙ୍କର କୁପ୍ର ଉପଦ୍ୱୀପକୁ ଯାତ୍ରା ବର୍ଣ୍ଣ‌ବ୍‌‌ବା ଓ ଶାଉଲ ପବିତ୍ରଆତ୍ମାଙ୍କ ଦ୍ୱାରା ପ୍ରେରିତ ହୋଇ ସେଲୂକିଆ ନଗରକୁ ଗଲେ। ସେଠାରୁ ସେମାନେ କୁପ୍ର ଉପଦ୍ୱୀପକୁ ଯାତ୍ରା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପ୍ରକାରେ ସେମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ପ୍ରେରିତ ହୋଇ ସେଲୂକିଆକୁ ଗଲେ; ସେଠାରୁ ସେମାନେ ଜାହାଜରେ ଚଢ଼ି ସାଇପ୍ରସ୍ ଦ୍ବୀପକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ଏହି ପ୍ରକାରେ ସେମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ପ୍ରେରିତ ହୋଇ ସେଲୂକିଆକୁ ଗଲେ; ସେଠାରୁ ସେମାନେ ଜାହାଜରେ ଚଢ଼ି କୁପ୍ରକୁ ଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಬಾನಾಬಾಸಾಕ್ ಅನಿ ಸಾವ್ಲಾಕ್ ಪವಿತ್ರ್ ಆತ್ಮ್ಯಾನುಚ್ ಧಾಡುನ್ ದಿಲ್ಯಾನ್, ತೆನಿ ಸಿಲಿಸಿಯಾ ಮನ್ತಲ್ಯಾ ಶಾರಾಕ್ ಗೆಲೆ, ಮಾನಾ ತೆನಿ ಸಿಲಿಸಿಯಾಕ್ನಾ ಢೊನಾತ್ನಾ ಸೈಪ್ರಸ್ ದ್ವಿಪಾಕ್ ಜಾವ್ಲಾಲೆ.