Acts 13:40 — Compare Translations
7 translations compared side by side
Odia - 1840
"ତେଣୁ ସାବଧାନ ରୁହ ଯେ, ଭବିଷ୍ଯଦ୍ବକ୍ତାମାନେ ଯାହା କହିଥିଲେ, ତାହା ଯେପରି ତୁମ୍ଭମାନଙ୍କ ପ୍ରତି ନଘଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ସାବଧାନ, କାଳେ ଭାବବାଦୀମାନଙ୍କ ଶାସ୍ତ୍ରରେ ଯାହା କୁହାଯାଇଅଛି, ତାହା ଯେପରି ଆପଣମାନଙ୍କ ପ୍ରତି ନ ଘଟେ,
Odia BSI (ପବିତ୍ର ବାଇବଲ (CL) NT (BSI))
ସାବଧାନ, ଭାବବାଦୀମାନେ ଯାହା କହିଛନ୍ତି, ତାହା ଯେପରି ତୁମ୍ଭମାନଙ୍କ ପ୍ରତି ନ ଘଟେ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସାବଧାନ ରୁହ ଯେ, ଭବିଷ୍ୟଦ୍ବକ୍ତାମାନେ ଯାହା କହିଥିଲେ, ତାହା ଯେପରି ତୁମ୍ଭମାନଙ୍କ ପ୍ରତି ନ ଘଟେ। ଭବିଷ୍ୟଦ୍ବକ୍ତାମାନେ କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ସାବଧାନ, କାଳେ ଭାବବାଦୀମାନଙ୍କ ଶାସ୍ତ୍ରରେ ଯାହା କୁହାଯାଇଅଛି, ତାହା ଯେପରି ଆପଣମାନଙ୍କ ପ୍ରତି ନ ଘଟେ,
Odia IRV 2017 (ଓଡିଆ ବାଇବେଲ)
ତେଣୁ ସାବଧାନ, କାଳେ ଭାବବାଦୀମାନଙ୍କ ଶାସ୍ତ୍ରରେ ଯାହା କୁହାଯାଇଅଛି, ତାହା ଯେପରି ଆପଣମାନଙ୍କ ପ୍ରତି ନ ଘଟେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್ ಪ್ರವಾದಿಯಾನಿ ಸಾಂಗಲಿ ಥೊಡಿ ಸಂಗ್ತಿಯಾ ಖರೆ ಹೊಯ್ನಾ ಸಾರ್ಕೆ ಉಶಾರ್ಕಿನ್ ರ್ಹಾವಾ.