Acts 13:41 — Compare Translations

7 translations compared side by side

Odia - 1840
"ବିଷ୍ଯଦ୍ବକ୍ତାମାନେ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
“ହେ ଅବଜ୍ଞାକାରୀମାନେ ତୁମ୍ଭେମାନେ ଦେଖି, ପୁଣି ଚମତ୍କୃତ ହୋଇ ବିନଷ୍ଟ ହୁଅ; ଯେଣୁ ଆମ୍ଭେ ତୁମ୍ଭମାନଙ୍କ ସମୟରେ ଗୋଟିଏ କାର୍ଯ୍ୟ ସାଧନ କରୁଅଛୁ, ଯଦି କେହି ସେହି କାର୍ଯ୍ୟ ତୁମ୍ଭମାନଙ୍କ ନିକଟରେ ବର୍ଣ୍ଣନା କରେ, ତେବେ ତୁମ୍ଭେମାନେ କୌଣସି ପ୍ରକାରେ ତାହା ବିଶ୍ଵାସ କରିବ ନାହିଁ ।”
Odia BSI (ପବିତ୍ର ବାଇବଲ (CL) NT (BSI))
‘ହେ ବିଦ୍ରୂପକାରୀମାନେ! ତୁମ୍ଭେମାନେ ହତବୁଦ୍ଧି ହୋଇ ମର; କାରଣ ମୁଁ ଆଜି ଯେଉଁ କାର୍ଯ୍ୟ କରୁଛି, କେହି ତାହା ବୁଝାଇ କହିଲେ ସୁଦ୍ଧା ତୁମ୍ଭେମାନେ ବିଶ୍ୱାସ କରିବ ନାହିଁ’।”
Odia Bible ERV 2004 (ପବିତ୍ର ବାଇବଲ)
‘ଦେଖ, ଅବଜ୍ଞାକାରୀ ଲୋକମାନେ, ତୁମ୍ଭେମାନେ ଆଶ୍ଚର୍ଯ୍ୟ ହୋଇପାର ଓ ତା’ପରେ ମରିବାକୁ ଯାଇଥାଅ, କାରଣ ମୁଁ ତୁମ୍ଭମାନଙ୍କ ସମୟରେ, ଏପରି ଗୋଟିଏ କାର୍ଯ୍ୟ କରିବି ଯାହା ତୁମ୍ଭମାନଙ୍କୁ କେହି କହିଲେ ସୁଦ୍ଧା, ତୁମ୍ଭେମାନେ ବିଶ୍ୱାସ କରିବ ନାହିଁ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“‘ହେ ଅବଜ୍ଞାକାରୀମାନେ, ତୁମ୍ଭେମାନେ ଦେଖି ପୁଣି, ଚମତ୍କୃତ ହୋଇ ବିନଷ୍ଟ ହୁଅ; ଯେଣୁ ଆମ୍ଭେ ତୁମ୍ଭମାନଙ୍କ ସମୟରେ ଗୋଟିଏ କାର୍ଯ୍ୟ ସାଧନ କରୁଅଛୁ, ଯଦି କେହି ସେହି କାର୍ଯ୍ୟ ତୁମ୍ଭମାନଙ୍କ ନିକଟରେ ବର୍ଣ୍ଣନା କରେ, ତେବେ ତୁମ୍ଭେମାନେ କୌଣସି ପ୍ରକାରେ ତାହା ବିଶ୍ୱାସ କରିବ ନାହିଁ।’”
Odia IRV 2017 (ଓଡିଆ ବାଇବେଲ)
"ହେ ଅବଜ୍ଞାକାରୀମାନେ, ତୁମ୍ଭେମାନେ ଦେଖି ପୁଣି, ଚମତ୍କୃତ ହୋଇ ବିନଷ୍ଟ ହୁଅ; ଯେଣୁ ଆମ୍ଭେ ତୁମ୍ଭମାନଙ୍କ ସମୟରେ ଗୋଟିଏ କାର୍ଯ୍ୟ ସାଧନ କରୁଅଛୁ, ଯଦି କେହି ସେହି କାର୍ଯ୍ୟ ତୁମ୍ଭମାନଙ୍କ ନିକଟରେ ବର୍ଣ୍ଣନା କରେ, ତେବେ ତୁମ୍ଭେମାନେ କୌଣସି ପ୍ରକାରେ ତାହା ବିଶ୍ୱାସ କରିବ ନାହିଁ"।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹಾಸ್ತಲ್ಯಾ ಲೊಕಾನು ಅಜಾಪ್ ಹೊವ್ನಗೆತ್ ನಾಸ್ ಹೊವ್ನ್ ಜಾವಾ, ತುಮಿ ವಿಶ್ವಾಸ್ ಕರಿನಸಲ್ಯಾ ಸಾರ್ಕೆ ಕಾಮ್ ಮಿಯಾ ಕರ್‍ತಾ, ದುಸ್ರ್ಯಾನಿ ತುಮ್ಕಾ ಸಾಂಗ್ಲ್ಯಾರ್ಬಿ ತುಮಿ ವಿಶ್ವಾಸ್ ಕರಿನ್ಯಾಸಿ.