Acts 13:42 — Compare Translations

7 translations compared side by side

Odia - 1840
"ପାଉଲ ଓ ବର୍ଣ୍ଣବ୍ବା ସଠାରୁେ ଗଲା ବେଳେ ଲୋକମାନେ ସମାନଙ୍କେୁ ଆଗାମୀ ବିଶ୍ରାମ ଦିବସ ରେ ଏହି ସବୁକଥା ଆହୁରି କରିବାପାଇଁ ଅନୁରୋଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ବାହାରି ଯାଉଥିବା ସମୟରେ, ଯେପରି ପରବର୍ତ୍ତୀ ବିଶ୍ରାମବାରରେ ସେହିସବୁ କଥା ସେମାନଙ୍କୁ କୁହାଯାଏ, ଏଥିପାଇଁ ସେମାନେ ବିନତି କରିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପାଉଲ ଓ ବର୍ଣ୍ଣବା ଉପାସନା ଗୃହ ପରିତ୍ୟାଗ କରିବା ସମୟରେ, ତା’ପର ବିଶ୍ରାମବାର ଦିନ ଫେରିଆସି ଏ ସବୁ ବିଷୟରେ ଆହୁରି ଅଧିକ ବୁଝାଇବା ପାଇଁ ସେମାନଙ୍କୁ ଲୋକେ ନିମନ୍ତ୍ରଣ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲ ଓ ବର୍ଣ୍ଣ‌ବ୍‌‌ବା ସେଠାରୁ ଗଲାବେଳେ ଲୋକମାନେ ସେମାନଙ୍କୁ ଆଗାମୀ ବିଶ୍ରାମ ଦିବସରେ ଏହିସବୁ କଥା ଆହୁରି କହିବା ପାଇଁ ଅନୁରୋଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ବାହାରିଯାଉଥିବା ସମୟରେ, ଯେପରି ପରବର୍ତ୍ତୀ ବିଶ୍ରାମବାର ଦିନରେ ସେହିସବୁ କଥା ସେମାନଙ୍କୁ କୁହାଯାଏ, ଏଥିପାଇଁ ସେମାନେ ବିନତି କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ବାହାରିଯାଉଥିବା ସମୟରେ, ଯେପରି ପରବର୍ତ୍ତୀ ବିଶ୍ରାମବାରରେ ସେହି ସବୁ କଥା ସେମାନଙ୍କୁ କୁହାଯାଏ, ଏଥିପାଇଁ ସେମାନେ ବିନତି କରିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾವ್ಲು ಅನಿ ಬಾರ್ನಾಬಾಸ್ ದೆವಾಚ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾಕ್ನಾ ಭಾಯ್ರ್ ಜಾತಾನಾ ಹ್ಯಾ ಸಂಗ್ತಿಯಾಂಚ್ಯಾ ವಿಶಯಾತ್ ಕಳ್ವುನ್ ಘೆವ್ನ್ ಅನಿ ಜಾಸ್ತಿಚೆ ಕಳ್ವುಕ್ ಸಾಟ್ನಿ ಫಿಡ್ಲ್ಯಾ ಸಬ್ಬತಾಚ್ಯಾ ದಿಸಿ ಪರ್ತುನ್ ಯೆವ್ಚೆ ಮನುನ್ ತೆನಿ ಮಾಗುನ್ ಘೆಟ್ಲ್ಯಾನಿ.