Acts 13:43 — Compare Translations

7 translations compared side by side

Odia - 1840
"ସଭା ସମାପ୍ତ ହବୋପରେ ଅନକେ ଯିହୂଦୀୟ ଲୋକ ଓ ଯିହୂଦୀ ଧର୍ମ ଗ୍ରହଣ କରିଥିବା ଅନ୍ୟଜାତୀୟମାନେ ପାଉଲ ଓ ବର୍ଣ୍ଣବ୍ବାଙ୍କୁ ଅନୁସରଣ କଲେ। ସମାନେେ ସମାନଙ୍କେ ସହିତ କଥାବାର୍ତ୍ତା ହାଇେ ସମାନଙ୍କେୁ ପରମେଶ୍ବରଙ୍କ ଅନୁଗ୍ରହ ରେ ସ୍ଥିର ହାଇେ ରହିବାପାଇଁ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଭା ସାଙ୍ଗ ହେଲା ଉତ୍ତାରେ ଯିହୁଦୀ ଓ ଯିହୁଦୀମତାବଲମ୍ଵୀ ବିଜାତୀୟମାନଙ୍କ ମଧ୍ୟରୁ ଅନେକେ ପାଉଲ ଓ ବର୍ଣ୍ଣବ୍ବାଙ୍କ ପଛେ ପଛେ ଗଲେ; ସେମାନେ ସେମାନଙ୍କ ସହିତ କଥାବାର୍ତ୍ତା କରି ଈଶ୍ଵରଙ୍କ ଅନୁଗ୍ରହରେ ସ୍ଥିର ହୋଇ ରହିବାକୁ ସେମାନଙ୍କୁ ପ୍ରବର୍ତ୍ତାଇଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଲୋକମାନେ ସଭା ଛାଡ଼ି ଚାଲିଯିବା ପରେ ଅନେକ ଇହୁଦୀ ଓ ଇହୁଦୀ ମତାବଲମ୍ବୀ ଅଣଇହୁଦୀମାନେ ଶାଉଲ ଓ ବର୍ଣ୍ଣବାଙ୍କ ଅନୁଗମନ କଲେ, ଶିଷ୍ୟମାନେ ସେମାନଙ୍କ ସହିତ ଆଳାପ କରି ଈଶ୍ୱରଙ୍କ ଅନୁଗ୍ରହରେ ଜୀବନ କାଟିବାକୁ ସେମାନଙ୍କୁ ଉତ୍ସାହ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ସଭା ସମାପ୍ତ ହେବାପରେ ଅନେକ ଯିହୂଦୀୟ ଲୋକ ଓ ଯିହୂଦୀ ଧର୍ମ ଗ୍ରହଣ କରିଥିବା ଅନ୍ୟଜାତୀୟମାନେ ପାଉଲ ଓ ବର୍ଣ୍ଣ‌ବ୍‌‌ବାଙ୍କୁ ଅନୁସରଣ କଲେ। ସେମାନେ ସେମାନଙ୍କ ସହିତ କଥାବାର୍ତ୍ତା ହୋଇ ସେମାନଙ୍କୁ ପରମେଶ୍ୱରଙ୍କ ଅନୁଗ୍ରହରେ ସ୍ଥିର ହୋଇ ରହିବା ପାଇଁ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଭା ସମାପ୍ତ ହେଲା ଉତ୍ତାରେ ଯିହୁଦୀ ଓ ଯିହୁଦୀମତାବଲମ୍ବୀ ଅଣଯିହୁଦୀମାନଙ୍କ ମଧ୍ୟରୁ ଅନେକେ ପାଉଲ ଓ ବର୍ଣ୍ଣବ୍ବାଙ୍କ ପଛେ ପଛେ ଗଲେ; ସେମାନେ ସେମାନଙ୍କ ସହିତ କଥାବାର୍ତ୍ତା କରି ଈଶ୍ବରଙ୍କ ଅନୁଗ୍ରହରେ ସ୍ଥିର ହୋଇ ରହିବାକୁ ସେମାନଙ୍କୁ ପ୍ରବର୍ତ୍ତାଇଲେ।
Odia IRV 2017 (ଓଡିଆ ବାଇବେଲ)
ସଭା ସମାପ୍ତ ହେଲା ଉତ୍ତାରେ ଯିହୂଦୀ ଓ ଯିହୂଦୀମତାବଲମ୍ବୀ ଅଣଯିହୂଦୀମାନଙ୍କ ମଧ୍ୟରୁ ଅନେକେ ପାଉଲ ଓ ବର୍ଣ୍ଣବ୍ବାଙ୍କ ପଛେ ପଛେ ଗଲେ; ସେମାନେ ସେମାନଙ୍କ ସହିତ କଥାବାର୍ତ୍ତା କରି ଈଶ୍ୱରଙ୍କ ଅନୁଗ୍ରହରେ ସ୍ଥିର ହୋଇ ରହିବାକୁ ସେମାନଙ୍କୁ ପ୍ରବର୍ତ୍ତାଇଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಬೈಟಕ್ ಸರಲ್ಲ್ಯಾ ಮಾನಾ ಲೈ ಜುದೆವಾಂಚಿ ಲೊಕಾ ಅನಿ ಜುದೆವ್ ನ್ಹಯ್ ಹೊತ್ತಿ ಲೊಕಾಬಿ ಥೈತ್ನಾ ಪಾವ್ಲು ಅನಿ ಬಾರ್ನಾಬಾಂಚ್ಯಾ ವಾಂಗ್ಡಾ ಗೆಲಿ, ತನ್ನಾ ತೆಂಕಾ ದೆವಾಚ್ಯಾ ಕುರ್ಪೆತ್ ಫಿಡೆ ಜಾವ್ಕ್ ಉಮ್ಮೆದ್ ಭರ್‍ಲ್ಯಾನಿ.