Acts 13:44 — Compare Translations
7 translations compared side by side
Odia - 1840
"ପରବର୍ତ୍ତୀ ବିଶ୍ରାମବାର ରେ ସହରର ପ୍ରାୟସବୁ ଲୋକ ପ୍ରଭୁଙ୍କ ବାକ୍ଯ ଶୁଣିବା ପାଇଁ ଏକାଠି ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପରବର୍ତ୍ତୀ ବିଶ୍ରାମବାରରେ ପ୍ରାୟ ସମସ୍ତ ନଗରବାସୀ ଈଶ୍ଵରଙ୍କ ବାକ୍ୟ ଶୁଣିବା ନିମନ୍ତେ ଏକତ୍ରିତ ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପରବର୍ତ୍ତୀ ବିଶ୍ରାମବାର ଦିନ ସହରର ସମସ୍ତେ ପ୍ରଭୁଙ୍କ ବାକ୍ୟ ଶୁଣିବା ପାଇଁ ମନ୍ଦିରରେ ଉପସ୍ଥିତ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ପରବର୍ତ୍ତୀ ବିଶ୍ରାମବାରରେ ସହରର ପ୍ରାୟସବୁ ଲୋକ ପ୍ରଭୁଙ୍କ ବାକ୍ୟ ଶୁଣିବା ପାଇଁ ଏକାଠି ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପରବର୍ତ୍ତୀ ବିଶ୍ରାମବାର ଦିନରେ ପ୍ରାୟ ସମସ୍ତ ନଗରବାସୀ ଈଶ୍ବରଙ୍କ ବାକ୍ୟ ଶୁଣିବା ନିମନ୍ତେ ଏକତ୍ରିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପରବର୍ତ୍ତୀ ବିଶ୍ରାମବାରରେ ପ୍ରାୟ ସମସ୍ତ ନଗରବାସୀ ଈଶ୍ୱରଙ୍କ ବାକ୍ୟ ଶୁଣିବା ନିମନ୍ତେ ଏକତ୍ରିତ ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಫಿಡ್ಲ್ಯಾ ಸಬ್ಬತ್ತಾಚ್ಯಾ ದಿಸಿ ದೆವಾಚಿ ಗೊಸ್ಟಿಯಾ ಆಯ್ಕುಕ್ ಲೈ ಕರುನ್ ಸಗ್ಳ್ಯಾ ಶಾರಾಚಿ ಲೊಕಾಚ್ ಗೊಳಾ ಹೊವ್ನ್ ಯೆಲ್ಲಿ.