Acts 13:45 — Compare Translations
7 translations compared side by side
Odia - 1840
"ଯିହୂଦୀୟମାନେ ଲୋକମାନଙ୍କର ଭିଡ଼ ଦେଖି ଈର୍ଷା କଲେ। ସମାନେେ ପାଉଲଙ୍କ କଥାକୁ ବିରୋଧ କରି ଅପମାନଜନକ ଶବ୍ଦ ସବୁ ପ୍ରଯୋଗ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯିହୁଦୀମାନେ ଲୋକସମୂହଙ୍କୁ ଦେଖି ଈର୍ଷାରେ ପୂର୍ଣ୍ଣ ହେଲେ, ପୁଣି ନିନ୍ଦା କରୁ କରୁ ପାଉଲଙ୍କ କଥାରେ ପ୍ରତିବାଦ କରିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଜନଗହଳି ଦେଖି ଇହୁଦୀମାନେ ଈର୍ଷାନ୍ୱିତ ହେଲେ ଓ ପାଉଲଙ୍କ କଥାରେ ପ୍ରତିବାଦ କରି ତାଙ୍କୁ ଅପମାନିତ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦୀୟମାନେ ଲୋକମାନଙ୍କର ଭିଡ଼ ଦେଖି ଈର୍ଷା କଲେ। ସେମାନେ ପାଉଲଙ୍କ କଥାକୁ ବିରୋଧ କରି ଅପମାନଜନକ ଶବ୍ଦ ସବୁ ପ୍ରୟୋଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯିହୁଦୀମାନେ ଲୋକସମୂହଙ୍କୁ ଦେଖି ଈର୍ଷାରେ ପୂର୍ଣ୍ଣ ହେଲେ, ପୁଣି, ନିନ୍ଦା କରୁ କରୁ ପାଉଲଙ୍କ କଥାରେ ପ୍ରତିବାଦ କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯିହୂଦୀମାନେ ଲୋକସମୂହଙ୍କୁ ଦେଖି ଇର୍ଷାରେ ପୂର୍ଣ୍ଣ ହେଲେ, ପୁଣି, ନିନ୍ଦା କରୁ କରୁ ପାଉଲଙ୍କ କଥାର ପ୍ରତିବାଦ କରିବାକୁ ଲାଗିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಬಗಲ್ಯಾ ಜುದೆವಾಂಚ್ಯಾ ಲೊಕಾಕ್ನಿ ಲೈ ಕುಶ್ಡೆಪಾನ್ ಹೊಲೆ ತೆನಿ ಪಾವ್ಲುಚಿ ಬೊಲ್ನಿಯಾ ಆಯ್ಕುನ್ ಗಾಳಿಯಾ ದಿಲ್ಯಾನಿ ಅನಿ ವಿರೊದ್ ಕರ್ಲ್ಯಾನಿ.