Acts 13:48 — Compare Translations

7 translations compared side by side

Odia - 1840
"ଅନ୍ୟ ଜାତୀୟ ଲୋକମାନେ ଏହା ଶୁଣି ଖୁସି ହେଲେ ଓ ପ୍ରଭୁଙ୍କର ସୁସମାଚ଼ାରର ପ୍ରଶଂସା କଲେ ଓ ଯେଉଁମାନେ ଅନନ୍ତ ଜୀବନ ନିମନ୍ତେ ମନୋନୀତ ହାଇେଥିଲେ, ସହେି ଲୋକମାନେ ପ୍ରଭୁଙ୍କଠା ରେ ବିଶ୍ବାସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିଜାତିମାନେ ଏହା ଶୁଣି ଆନନ୍ଦିତ ହେଲେ; ଆଉ, ଈଶ୍ଵରଙ୍କ ବାକ୍ୟର ଗୌରବ କରିବାକୁ ଲାଗିଲେ, ପୁଣି ଯେତେ ଲୋକ ଅନ; ଜୀବନ ନିମନ୍ତେ ନିରୂପିତ ହୋଇଥିଲେ, ସେମାନେ ବିଶ୍ଵାସ କଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଅଣଇହୁଦୀମାନେ ଏହା ଶୁଣି ଆନନ୍ଦିତ ହେଲେ ଓ ପ୍ରଭୁଙ୍କର ବାର୍ତ୍ତା ପାଇଁ ଧନ୍ୟବାଦ ଦେଲେ। ଯେଉଁମାନେ ଅନନ୍ତ ଜୀବନ ନିମନ୍ତେ ମନୋନୀତ ହୋଇଥିଲେ, ସେମାନେ ସେହି ବାର୍ତ୍ତାରେ ବିଶ୍ୱାସ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟ ଜାତୀୟ ଲୋକମାନେ ଏହା ଶୁଣି ଖୁସୀ ହେଲେ ଓ ପ୍ରଭୁଙ୍କର ସୁସମାଗ୍ଭରର ପ୍ରଶଂସା କଲେ ଓ ଯେଉଁମାନେ ଅନନ୍ତ ଜୀବନ ନିମନ୍ତେ ମନୋନୀତ ହୋଇଥିଲେ, ସେହି ଲୋକମାନେ ପ୍ରଭୁଙ୍କଠାରେ ବିଶ୍ୱାସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଣଯିହୁଦୀମାନେ ଏହା ଶୁଣି ଆନନ୍ଦିତ ହେଲେ ଆଉ ଈଶ୍ବରଙ୍କ ବାକ୍ୟର ଗୌରବ କରିବାକୁ ଲାଗିଲେ, ପୁଣି, ଯେତେ ଲୋକ ଅନନ୍ତ ଜୀବନ ନିମନ୍ତେ ନିରୂପିତ ହୋଇଥିଲେ, ସେମାନେ ବିଶ୍ୱାସ କଲେ,
Odia IRV 2017 (ଓଡିଆ ବାଇବେଲ)
ଅଣଯିହୂଦୀମାନେ ଏହା ଶୁଣି ଆନନ୍ଦିତ ହେଲେ ଆଉ ଈଶ୍ୱରଙ୍କ ବାକ୍ୟର ଗୌରବ କରିବାକୁ ଲାଗିଲେ, ପୁଣି, ଯେତେ ଲୋକ ଅନନ୍ତ ଜୀବନ ନିମନ୍ତେ ନିରୂପିତ ହୋଇଥିଲେ, ସେମାନେ ବିଶ୍ୱାସ କଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಆಯ್ಕುನ್ ಜುದೆವ್ ನ್ಹಯ್ ಹೊತ್ತ್ಯಾ ಲೊಕಾನಿ ಲೈ ಕುಶಿ ಹೊವ್ನ್ ಧನಿಯಾಚ್ಯಾ ಬರ್‍ಯಾ ಖಬ್ರೆಸಾಟ್ನಿ ಸ್ತುತಿ ಕರ್‍ಲ್ಯಾನಿ, ನಾಸ್ ಹೊಯ್ ನಸಲ್ಲ್ಯಾ ಜಿವಾಕ್ ಎಚುನ್ ಕಾಡುನ್ ಹೊಲ್ಲ್ಯಾ ಸಗ್ಳ್ಯಾನಿ ವಿಶ್ವಾಸ್ ಕರ್‍ಲ್ಯಾನಿ.