Acts 13:5 — Compare Translations

7 translations compared side by side

Odia - 1840
"ସମାନେେ ସାଲାମି ନଗର ରେ ପହଞ୍ଚି ଯିହୂଦୀମାନଙ୍କର ସମାଜଗୃହଗୁଡ଼ିକରେ ପରମେଶ୍ବରଙ୍କର ବାକ୍ଯ ପ୍ରଚ଼ାର କଲେ। ଯୋହନ ମାର୍କ ମଧ୍ଯ ସମାନଙ୍କେୁ ସାହାୟ୍ଯ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ସାଲାମିରେ ପହଞ୍ଚିଲା ଉତ୍ତାରେ ଯିହୁଦୀମାନଙ୍କ ସମସ୍ତ ସମାଜଗୃହରେ ଈଶ୍ଵରଙ୍କ ବାକ୍ୟ ପ୍ରଚାର କରିବାକୁ ଲାଗିଲେ; ଆଉ, ଯୋହନ ମଧ୍ୟ ପରିଚାରକ ସ୍ଵରୂପେ ସେମାନଙ୍କ ସହିତ ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସାଲାମି ସହରରେ ପହଞ୍ôଚ ଇହୁଦୀ ଉପାସନା ଗୃହମାନଙ୍କରେ ଈଶ୍ୱରଙ୍କ ବାକ୍ୟ ପ୍ରଚାର କଲେ। ଯୋହନ ମାର୍କ ସେମାନଙ୍କ ସଙ୍ଗରେ ରହି ସାହାଯ୍ୟ କରୁଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସାଲାମି ନଗରରେ ପହଞ୍ଚି ଯିହୂଦୀମାନଙ୍କର ସମାଜଗୃହଗୁଡ଼ିକରେ ପରମେଶ୍ୱରଙ୍କର ବାକ୍ୟ ପ୍ରଗ୍ଭର କଲେ। ଯୋହନ ମାର୍କ ମଧ୍ୟ ସେମାନଙ୍କୁ ସାହାଯ୍ୟ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ସାଲାମି ସହରରେ ପହଞ୍ଚିଲା ଉତ୍ତାରେ ଯିହୁଦୀମାନଙ୍କ ସମସ୍ତ ସମାଜଗୃହରେ ଈଶ୍ବରଙ୍କ ବାକ୍ୟ ପ୍ରଚାର କରିବାକୁ ଲାଗିଲେ; ଆଉ ଯୋହନ ମଧ୍ୟ ପରିଚାରକସ୍ୱରୂପେ ସେମାନଙ୍କ ସହିତ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ସାଲାମିରେ ପହଞ୍ଚିଲା ଉତ୍ତାରେ ଯିହୂଦୀମାନଙ୍କ ସମସ୍ତ ସମାଜଗୃହରେ ଈଶ୍ୱରଙ୍କ ବାକ୍ୟ ପ୍ରଚାର କରିବାକୁ ଲାଗିଲେ; ଆଉ ଯୋହନ ମଧ୍ୟ ପରିଚାରକସ୍ୱରୂପେ ସେମାନଙ୍କ ସହିତ ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಬಾರ್ನಾಬಾಸ್ ಅನಿ ಸಾವ್ಲಾ ಸಾಲಾಮಿಸ್ ಮನ್ತಲ್ಯಾ ಶಾರಾಕ್ ಯೆಲ್ಲ್ಯಾ ತನ್ನಾ ಜುದೆವಾನಿ ದೆವಾಚ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾತ್ ದೆವಾಚಿ ಬರಿ ಖಬರ್ ಪರ್ಗಟ್ ಕರ್ಲ್ಯಾನಿ ಮಾರ್ಕ್ ಮನ್ವುನ್ ಘೆತಲೊ ಜುವಾಂವ್ ಮಜ್ಜತ್ ಕರುಕ್‍ಸಾಟಿ ತೆಂಚ್ಯಾ ವಾಂಗ್ಡಾ ಹೊತ್ತೊ.