Acts 13:50 — Compare Translations

7 translations compared side by side

Odia - 1840
"ଯିହୂଦୀୟମାନେ ଯିହୂଦୀଧର୍ମର ଉଚ୍ଚବଂଶୀୟ ସ୍ତ୍ରୀ ଲୋକଙ୍କୁ ଓ ନଗରର ମୁଖ୍ଯ ବ୍ଯକ୍ତିମାନଙ୍କୁ ଉତ୍ତଜେିତ କରାଇଲେ। ସମାନେେ ପାଉଲ ଓ ବର୍ଣ୍ଣବ୍ବା ବିରୁଦ୍ଧ ରେ ଅନ୍ୟମାନଙ୍କୁ ପ୍ରବର୍ତ୍ତାଇଲେ। ସମାନେେ ସମାନଙ୍କେୁ ତାଡ଼ନା କରିବା ଆରମ୍ଭ କଲେ ଓ ସମାନଙ୍କେୁ ସହେି ଅଞ୍ଚଳରୁ ବାହାର କରି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯିହୁଦୀମତାବଲମ୍ଵୀ ବିଜାତୀୟ ସମ୍ଭ୍ରାନ୍ତ ମହିଳାମାନଙ୍କୁ ଓ ନଗରର ପ୍ରଧାନ ପ୍ରଧାନ ବ୍ୟକ୍ତିଙ୍କୁ ଯିହୁଦୀମାନେ ଉତ୍ତେଜିତ କଲେ, ପୁଣି ପାଉଲ ଓ ବର୍ଣ୍ଣବ୍ବାଙ୍କ ପ୍ରତି ତାଡ଼ନା ଘଟାଇ ଆପଣାମାନଙ୍କ ସୀମାରୁ ସେମାନଙ୍କୁ ବାହାର କରିଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଇହୁଦୀମାନେ ନଗରର ନେତୃସ୍ଥାନୀୟ ଲୋକମାନଙ୍କୁ ପ୍ରରୋଚିତ କରି ପାଉଲ ଓ ବର୍ଣ୍ଣବାଙ୍କ ଉପରେ ଉତ୍ପୀଡ଼ନ କରିବାକୁ ଲାଗିଲେ ଏବଂ ସେହି ଅଞ୍ଚଳକୁ ସେମାନଙ୍କୁ ବାହାର କରିଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦୀୟମାନେ ଯିହୂଦୀଧର୍ମର ଉଚ୍ଚବଂଶୀୟ ସ୍ତ୍ରୀଲୋକଙ୍କୁ ଓ ନଗରର ମୁଖ୍ୟ ବ୍ୟକ୍ତିମାନଙ୍କୁ ଉତ୍ତେଜିତ କରାଇଲେ। ସେମାନେ ପାଉଲ ଓ ବର୍ଣ୍ଣ‌ବ୍‌‌ବା ବିରୁଦ୍ଧରେ ଅନ୍ୟମାନଙ୍କୁ ପ୍ରବର୍ତ୍ତାଇଲେ। ସେମାନେ ସେମାନଙ୍କୁ ତାଡ଼ନା କରିବା ଆରମ୍ଭ କଲେ ଓ ସେମାନଙ୍କୁ ସେହି ଅଞ୍ଚଳରୁ ବାହାର କରିଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯିହୁଦୀମତାବଲମ୍ବୀ ଅଣଯିହୁଦୀ ପ୍ରମୁଖ ମହିଳାମାନଙ୍କୁ ଓ ନଗରର ପ୍ରଧାନ ପ୍ରଧାନ ବ୍ୟକ୍ତିଙ୍କୁ ଯିହୁଦୀମାନେ ଉତ୍ତେଜିତ କଲେ, ପୁଣି, ପାଉଲ ଓ ବର୍ଣ୍ଣବ୍ବାଙ୍କ ପ୍ରତି ତାଡ଼ନା ଘଟାଇ ଆପଣାମାନଙ୍କ ସୀମାରୁ ସେମାନଙ୍କୁ ବାହାର କରିଦେଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯିହୂଦୀମତାବଲମ୍ବୀ ଅଣଯିହୂଦୀ ପ୍ରମୁଖ ମହିଳାମାନଙ୍କୁ ଓ ନଗରର ପ୍ରଧାନ ପ୍ରଧାନ ବ୍ୟକ୍ତିଙ୍କୁ ଯିହୂଦୀମାନେ ଉତ୍ତେଜିତ କଲେ, ପୁଣି, ପାଉଲ ଓ ବର୍ଣ୍ଣବ୍ବାଙ୍କ ପ୍ରତି ତାଡ଼ନା ଘଟାଇ ଆପଣାମାନଙ୍କ ସୀମାରୁ ସେମାନଙ୍କୁ ବାହାର କରିଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಜುದೆವಾನಿ ಥೈತ್ಲ್ಯಾ ಉಲ್ಲ್ಯಾ ಘವ್ಮಾನ್ಸಾಕ್ನಿ ಅನಿ ಬಾಯ್ಕಾ ಮಾನ್ಸಾಕ್ನಿ ಝಗ್ಡ್ಯಾಕ್ ಉಟಿ ಸಾರ್ಕೆ ಕರುನ್ ಸಮಾಜ್ಯಾತ್ ಗೌರವಾನ್ ಹೊತ್ತ್ಯಾ ಬಾಯ್ಕಾ ಮಾನ್ಸಾಕ್ನಿ ಅನಿ ಉಲ್ಲ್ಯಾ ಲೊಕಾಕ್ನಿ ಧಾಡುನ್ ಪಾವ್ಲು ಅನಿ ಬಾರ್ನಾಬಾಕ್ ವಿರೊದ್ ಬುರ್ಶೆ ಕರುನ್ ತೆಂಕಾ ಪ್ರಾಂತ್ಯಾಕ್ನಾ ಭಾಯ್ರ್ ಘಾಲಿ ಸಾರ್ಕೆ ಕರ್‍ಲ್ಯಾನಿ.