Acts 13:51 — Compare Translations
7 translations compared side by side
Odia - 1840
"ପାଉଲ ଓ ବର୍ଣ୍ଣବ୍ବା ସମାନଙ୍କେ ବିରୁଦ୍ଧ ରେ ଆପଣା ଆପଣା ପାଦତଳ ଧୂଳି ଝାଡ଼ିଦଇେ ଇକନିୟ ନଗରକୁ ଚ଼ାଲିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେମାନେ ଆପଣା ଆପଣା ପାଦରଣଧୂଳି ସେମାନଙ୍କ ବିରୁଦ୍ଧରେ ଝାଡ଼ିଦେଇ ଇକନୀୟକୁ ଗଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରେରିତ ଶିଷ୍ୟମାନେ ସେହି ଲୋକମାନଙ୍କ ବିରୁଦ୍ଧରେ ସେମାନଙ୍କ ପାଦଧୂଳି ଝାଡ଼ି ଦେଇ ଇକନିୟକୁ ଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲ ଓ ବର୍ଣ୍ଣବ୍ବା ସେମାନଙ୍କ ବିରୁଦ୍ଧରେ ଆପଣା ଆପଣା ପାଦତଳ ଧୂଳି ଝାଡ଼ିଦେଇ ଇକନିୟ ନଗରକୁ ଗ୍ଭଲିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେମାନେ ଆପଣା ଆପଣା ପାଦର ଧୂଳି ସେମାନଙ୍କ ବିରୁଦ୍ଧରେ ଝାଡ଼ିଦେଇ ଇକନୀୟ ସହରକୁ ଗଲେ,
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେମାନେ ଆପଣା ଆପଣା ପାଦର ଧୂଳି ସେମାନଙ୍କ ବିରୁଦ୍ଧରେ ଝାଡ଼ିଦେଇ ଇକନୀୟକୁ ଗଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್ ಪಾವ್ಲುನ್ ಅನಿ ಬಾರ್ನಾಬಾನ್ ತೆಂಕಾ ಎಕ್ ಹುಶ್ಯಾರ್ಕಿ ಹೊಂವ್ದಿ ಮನುನ್ ಅಪ್ಲ್ಯಾ ಪಾಂಯಾಕ್ನಿ ಲಾಗಲಿ ಧುಳ್ ಫಾಪ್ಡುನ್ ಟಾಕುನ್ ಇಕೊನಿಯಾಕ್ ಗೆಲ್ಯಾನಿ.