Acts 13:52 — Compare Translations

7 translations compared side by side

Odia - 1840
"କିନ୍ତୁ ଶିଷ୍ଯମାନେ ଆନନ୍ଦ ଓ ପବିତ୍ର ଆତ୍ମା ରେ ପରିପୂର୍ଣ୍ଣ ହାଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଶିଷ୍ୟମାନେ ଆନନ୍ଦରେ ଓ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆଣ୍ଟିୟୋଖର ବିଶ୍ୱାସୀମାନେ ପବିତ୍ରଆତ୍ମା ଓ ଆନନ୍ଦରେ ପରିପୂର୍ଣ୍ଣ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଶିଷ୍ୟମାନେ ଆନନ୍ଦ ଓ ପବିତ୍ରଆତ୍ମାରେ ପରିପୂର୍ଣ୍ଣ ହୋଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଶିଷ୍ୟମାନେ ଆନନ୍ଦରେ ଓ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଶିଷ୍ୟମାନେ ଆନନ୍ଦରେ ଓ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಅಂತಿಯೊಕ್ಯಾತ್ಲಿ ದೆವಾಚಿ ಲೊಕಾ ಕುಶಿನ್ ಹೊತ್ತಿ ಅನಿ ಪವಿತ್ರ್ ಆತ್ಮ್ಯಾನ್ ಭರುನ್ ಹೊತ್ತಿ.