Acts 13:6 — Compare Translations

7 translations compared side by side

Odia - 1840
"ସମାନେେ ଉପଦ୍ବୀପରେ ସର୍ବତ୍ର ବୁଲିବୁଲି ପାଫ ନଗର ରେ ପହନ୍ଚିଲେ। ସଠାେରେ ସମାନେେ ବର୍ୟୀଶୁ ନାମକ ଜଣେ ଯିହୂଦୀ ଭଣ୍ଡ ଭବିଷ୍ଯଦ୍ବକ୍ତାକୁ ଦେଖିଲେ। ସେ ଲୋକମାନଙ୍କ ନିକଟରେ ଯାଦୁକର୍ମ ଦ୍ବାରା ନାନା କାର୍ୟ୍ଯ ଦଖାେଉଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ସମସ୍ତ ଦ୍ଵୀପ ପରିଭ୍ରମଣ କରି ପାଫକୁ ଆସି ଜଣେ ମାୟାବୀ ଭଣ୍ତ ଭାବବାଦୀକି ଦେଖିଲେ; ସେ ଜଣେ ଯିହୁଦୀ, ଆଉ ତାʼର ନାମ ବର୍ଯୀଶୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ସାଇପ୍ରସ୍ ଦ୍ୱୀପ ଅତିକ୍ରମ କରି ପାଫୋକୁ ଗଲେ। ସେଠାରେ ସେମାନେ ବାର - ଯୀଶୁ ନାମକ ଏକ ଇହୁଦୀ ଗୁଣିଆକୁ ଭେଟିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଉପଦ୍ୱୀପରେ ସର୍ବତ୍ର ବୁଲି ବୁଲି ପାଫ ନଗରରେ ପହଞ୍ଚିଲେ। ସେଠାରେ ସେମାନେ ବର୍ଯୀଶୁ ନାମକ ଜଣେ ଯିହୂଦୀ ଭଣ୍ଡ ଭବିଷ୍ୟ‌ଦ୍‌ବକ୍ତାକୁ ଦେଖିଲେ। ସେ ଲୋକମାନଙ୍କ ନିକଟରେ ଯାଦୁକର୍ମ ଦ୍ୱାରା ନାନା କାର୍ଯ୍ୟ ଦେଖାଉଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ସମସ୍ତ ଦ୍ୱୀପ ପରିଭ୍ରମଣ କରି ପାଫ ସହରକୁ ଆସି ଜଣେ ମାୟାବୀ ଭଣ୍ଡ ଭାବବାଦୀଙ୍କୁ ଦେଖିଲେ; ସେ ଜଣେ ଯିହୁଦୀ, ଆଉ ତାହାର ନାମ ବର୍ଯୀଶୁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ସମସ୍ତ ଦ୍ୱୀପ ପରିଭ୍ରମଣ କରି ପାଫକୁ ଆସି ଜଣେ ମାୟାବୀ ଭଣ୍ଡ ଭାବବାଦୀକୁ ଦେଖିଲେ; ସେ ଜଣେ ଯିହୂଦୀ, ଆଉ ତାହାର ନାମ ବର୍ଯୀଶୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ತ್ಯಾ ದ್ವಿಪಾತ್ ಫಿರುಂಗೆತ್ ಪಾಫೊಸ್ ಮನ್ತಲ್ಯಾ ಗಾಂವಾಕ್ ಜಾವ್ನ್ ಮೊಡಿ ಮಂತ್ರಾ ಕರ್‍ತಲ್ಯಾ ಜುದೆವಾಂಚೊ ಝುಟೊ ಪ್ರವಾದಿ ಹೊಲ್ಲೊ ಬಾರ್ ಜೆಜು ಮನ್ತಲ್ಯಾಕ್ ಬಗ್ಲ್ಯಾನಿ.