Acts 13:8 — Compare Translations
7 translations compared side by side
Odia - 1840
"ମାତ୍ର ଅଲ୍ଲୀମା ଏହା ବର୍ୟୀଶୁର ଗ୍ରୀକ୍ ନାମ ବର୍ଣ୍ଣବ୍ବା ଓ ଶାଉଲଙ୍କୁ ବାଧା ହେଲା। ଅଲ୍ଲୀମା ରାଜ୍ଯପାଳଙ୍କୁ ଯୀଶୁଙ୍କ ବିଶ୍ବାସ ପଥରୁ ଦୂ ରଇେ ଦବୋପାଇଁ ଚେ଼ଷ୍ଟାକଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେହି ମାୟାବୀ ଅଲ୍ଲୀମା (ଅନୁବାଦ କଲେ, ଏହି ନାମର ଅର୍ଥ ମାୟାବୀ) ସେହି ଶାସନକର୍ତ୍ତାଙ୍କୁ ବିଶ୍ଵାସରୁ ବିମୁଖ କରିବା ଚେଷ୍ଟାରେ ସେମାନଙ୍କର ପ୍ରତିରୋଧ କରିବାକୁ ଲାଗିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଗୁଣିଆ ଏଲୀମାସ (ଏହା ତାହାର ଗ୍ରୀକ୍ ନାମ) ସେମାନଙ୍କୁ ବାଧା ଦେଲା, କାରଣ ସେ ଶାସନକର୍ତ୍ତାଙ୍କୁ ଖ୍ରୀଷ୍ଟ ବିଶ୍ୱାସ ପ୍ରତି ବିମୁଖ କରି ରଖିବାକୁ ଚାହୁଁଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଅଲ୍ଲୀମା ଏହା ବର୍ଯୀଶୁର ଗ୍ରୀକ୍ ନାମ ବର୍ଣ୍ଣବ୍ବା ଓ ଶାଉଲଙ୍କୁ ବାଧା ହେଲା। ଅଲ୍ଲୀମା ରାଜ୍ୟପାଳଙ୍କୁ ଯୀଶୁଙ୍କ ବିଶ୍ୱାସ ପଥରୁ ଦୂରେଇ ଦେବା ପାଇଁ ଚେଷ୍ଟାକଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେହି ମାୟାବୀ ଅଲ୍ଲୀମା (ଅନୁବାଦ କଲେ ଏହି ନାମର ଅର୍ଥ ମାୟାବୀ) ସେହି ଶାସନକର୍ତ୍ତାଙ୍କୁ ବିଶ୍ୱାସରୁ ବିମୁଖ କରିବା ଚେଷ୍ଟାରେ ସେମାନଙ୍କର ପ୍ରତିରୋଧ କରିବାକୁ ଲାଗିଲା।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେହି ମାୟାବୀ ଅଲ୍ଲୀମା (ଅନୁବାଦ କଲେ ଏହି ନାମର ଅର୍ଥ ମାୟାବୀ) ସେହି ଶାସନକର୍ତ୍ତାଙ୍କୁ ବିଶ୍ୱାସରୁ ବିମୁଖ କରିବା ଚେଷ୍ଟାରେ ସେମାନଙ୍କର ପ୍ରତିରୋଧ କରିବାକୁ ଲାଗିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತೊ ಮಾಟಾ ಮಂತರ್ಕಾರಿ ಎಲಿಮಾ ತೆಂಕಾ ವಿರೊದ್ ಹೊಲ್ಲೊ, ಗ್ರಿಕ್ ಬಾಶೆತ್ ಬಾರ್ ಜೆಜುಕ್ ಎಲಿಮಾ ಮನುನ್ ಬಲ್ಯಿತ್ ರಾಜ್ಯಪಾಲಾಕ್ ದೆವಾಚೆರ್ ವಿಶ್ವಾಸ್ ಥೈನಾ ಸಾರ್ಕೆ ಕರುಕ್ ಹ್ಯೊ ಎಲಿಮಾ ಕಟ್ಪಟ್ ಕರಿತ್ ಹೊತ್ತೊ.