Acts 13:9 — Compare Translations

7 translations compared side by side

Odia - 1840
"ତେଣୁ ପାଉଲ ନାମ ରେ ପରିଚ଼ିତ ଶାଉଲ ପବିତ୍ର ଆତ୍ମା ରେ ପୂର୍ଣ୍ଣ ହାଇେ ଅଲ୍ଲୀମା ଯାଦୁକରକୁ କଠାେର ଦୃଷ୍ଟି ରେ ଚ଼ାହିଁ ତାହାକୁ କହିଲେ, ଆ ରେ ଶୟତାନର ପୁତ୍ର! ତୁମ୍ଭେ ସମସ୍ତ ପ୍ରକାର ସଠିକ୍ କାର୍ୟ୍ଯର ଶତୃ!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଶାଉଲ, ଯାହାଙ୍କୁ ପାଉଲ ମଧ୍ୟ କହନ୍ତି, ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ତାକୁ ନିରୀକ୍ଷଣ କରି କହିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଶାଉଲ (ଯାହାଙ୍କର ଅନ୍ୟ ନାମ ପାଉଲ) ପବିତ୍ରଆତ୍ମାରେ ପୂର୍ଣ୍ଣ ହୋଇ ଗୁଣିଆ ଆଡ଼କୁ ତୀକ୍ଷ୍ଣ ଦୃଷ୍ଟିରେ ଅନାଇ କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ପାଉଲ ନାମରେ ପରିଚିତ ଶାଉଲ ପବିତ୍ରଆତ୍ମାରେ ପୂର୍ଣ୍ଣ ହୋଇ ଅଲ୍ଲୀମା ଯାଦୁକରକୁ କଠୋର ଦୃଷ୍ଟିରେ ଗ୍ଭହିଁ ତାହାକୁ କହିଲେ, “ଆରେ ଶୟତାନର ପୁତ୍ର! ତୁମ୍ଭେ ସମସ୍ତ ପ୍ରକାର ସଠିକ୍ କାର୍ଯ୍ୟର ଶତ୍ରୁ!
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଶାଉଲ, ଯାହାକୁ ପାଉଲ ମଧ୍ୟ କହନ୍ତି, ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ତାହାକୁ ନିରୀକ୍ଷଣ କରି କହିଲେ,
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଶାଉଲ, ଯାହାକୁ ପାଉଲ ମଧ୍ୟ କହନ୍ତି, ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ତାହାକୁ ନିରୀକ୍ଷଣ କରି କହିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಪಾವ್ಲು ಪವಿತ್ರ್ ಆತ್ಮ್ಯಾನ್ ಭರುನ್ ಎಲಿಮಾಕುಚ್ ಬಗುನ್,