Acts 14:1 — Compare Translations
7 translations compared side by side
Odia - 1840
"ପାଉଲ ଓ ବର୍ଣ୍ଣବ୍ବା ଦୁ ହେଁ ଇକନିୟ ନଗର ରେ ଯିହୂଦୀୟମାନଙ୍କର ସମାଜଗୃହକୁ ଗଲେ। ସଠାେରେ ସମାନେେ ଏଭଳି ଭାବରେ ପ୍ରଭୁଙ୍କ ବାକ୍ଯ ପ୍ରଚ଼ାର କଲେ ଯେ, ଉଭୟ ଯିହୂଦୀୟ ଓ ଅନ୍ୟ ଜାତିର ଅନକେ ଲୋକ ବିଶ୍ବାସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇକନୀୟରେ ମଧ୍ୟ ସେହି ପ୍ରକାର ଘଟିଲା; ସେମାନେ ଯିହୁଦୀମାନଙ୍କ ସମାଜଗୃହରେ ପ୍ରବେଶ କରି ଏପରି କଥା କହିଲେ ଯେ, ଯିହୁଦୀ ଓ ଗ୍ରୀକ୍ମାନଙ୍କ ମଧ୍ୟରୁ ବହୁସଂଖ୍ୟକ ଲୋକ ବିଶ୍ଵାସ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଇକନିୟରେ ସେହି ଘଟଣାର ପୁନରାବୃତ୍ତି ହେଲା: ପାଉଲ ଓ ବର୍ଣ୍ଣବା ଉପାସନା ଗୃହକୁ ଯାଇ ଏପରିଭାବେ ପ୍ରଚାର କଲେ ଯେ ବହୁସଂଖ୍ୟକ ଇହୁଦୀ ଓ ଅଣଇହୁଦୀମାନେ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଇକନିୟରେ ପାଉଲ ଓ ବର୍ଣ୍ଣବ୍ବା ପାଉଲ ଓ ବର୍ଣ୍ଣବ୍ବା ଦୁହେଁ ଇକନିୟ ନଗରରେ ଯିହୂଦୀୟମାନଙ୍କର ସମାଜଗୃହକୁ ଗଲେ। ସେଠାରେ ସେମାନେ ଏଭଳି ଭାବରେ ପ୍ରଭୁଙ୍କ ବାକ୍ୟ ପ୍ରଗ୍ଭର କଲେ ଯେ, ଉଭୟ ଯିହୂଦୀୟ ଓ ଅନ୍ୟ ଜାତିର ଅନେକ ଲୋକ ବିଶ୍ୱାସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇକନୀୟରେ ମଧ୍ୟ ସେହି ପ୍ରକାର ଘଟିଲା; ପାଉଲ ଓ ବର୍ଣ୍ଣବ୍ବା ଯିହୁଦୀମାନଙ୍କ ସମାଜଗୃହରେ ପ୍ରବେଶ କରି ଏପରି କଥା କହିଲେ ଯେ, ଯିହୁଦୀ ଓ ଗ୍ରୀକ୍ମାନଙ୍କ ମଧ୍ୟରୁ ବହୁସଂଖ୍ୟକ ଲୋକ ବିଶ୍ୱାସ କଲେ।
Odia IRV 2017 (ଓଡିଆ ବାଇବେଲ)
ଇକନୀୟରେ ମଧ୍ୟ ସେହି ପ୍ରକାର ଘଟିଲା; ସେମାନେ ଯିହୂଦୀମାନଙ୍କ ସମାଜଗୃହରେ ପ୍ରବେଶ କରି ଏପରି କଥା କହିଲେ ଯେ, ଯିହୂଦୀ ଓ ଗ୍ରୀକ୍ମାନଙ୍କ ମଧ୍ୟରୁ ବହୁସଂଖ୍ୟକ ଲୋକ ବିଶ୍ୱାସ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾವ್ಲು ಅನಿ ಬಾರ್ನಾಬಾಸ್ ಇಕೊನಿಯಾ ಮನ್ತಲ್ಯಾ ಶಾರಾಕ್ ಗೆಲೆ, ಹರ್ ಎಕ್ ಶಾರಾತ್ ತೆನಿ ಕರಲ್ಯಾ ಸಾರ್ಕೆಚ್ ಹಿತ್ತೆಬಿ ಜುದೆವಾಂಚ್ಯಾ ಸಿನಾಗೊತ್ ಜಾವ್ನ್ ದೆವಾಚ್ಯಾ ವಿಶಯಾತ್ ಬೊಲ್ಯಾನಿ, ಪಾವ್ಲುಚೆ ಅನಿ ಬಾರ್ನಾಬಾಸಾಚಿ ಶಿಕಾಪಾ ಆಯ್ಕುನ್ ಜುದೆವಾಂಚ್ಯಾ ಅನಿ ಗ್ರಿಕಾಂಚ್ಯಾ ಲೈ ಲೊಕಾನಿ ದೆವಾಚೆರ್ ವಿಶ್ವಾಸ್ ಥವ್ಲ್ಯಾನಿ.