Acts 14:11 — Compare Translations
7 translations compared side by side
Odia - 1840
"ଲୋକମାନେ ପାଉଲଙ୍କର ଏ କାମ ଦେଖି ଲୁକାଅନିଆ ଭାଷା ରେ ଖୁବ୍ ଜାରେ ରେ କହିଲେ, ଦବେତାମାନେ ମନୁଷ୍ଯ ରୂପରେ ଆମ୍ଭ ପାଖକୁ ଆସିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପାଉଲ ଯାହା କରିଅଛନ୍ତି, ଲୋକସମୂହ ତାହା ଦେଖି ଲୁକାୟନିଆ ଭାଷାରେ ଉଚ୍ଚସ୍ଵରରେ କହିବାକୁ ଲାଗିଲେ, ଦେବତାମାନେ ମନୁଷ୍ୟ ରୂପରେ ଆମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଆସିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଉପସ୍ଥିତ ଜନତା ପାଉଲଙ୍କ ଏହି କାର୍ଯ୍ୟ ଦେଖି ସେମାନଙ୍କ ଲୁକାଅନିଆ ଭାଷାରେ ଚିକ୍ରାର କରି କହିବାକୁ ଲାଗିଲେ, “ଦେବତାମାନେ ମନୁଷ୍ୟ ରୂପରେ ଆମ୍ଭମାନଙ୍କ ମଧ୍ୟକୁ ଆସିଛନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ପାଉଲଙ୍କର ଏ କାମ ଦେଖି ଲୁକାୟନିଆ ଭାଷାରେ ଖୁବ୍ ଜୋର୍ରେ କହିଲେ, “ଦେବତାମାନେ ମନୁଷ୍ୟ ରୂପରେ ଆମ୍ଭ ପାଖକୁ ଆସିଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପାଉଲ ଯାହା କରିଅଛନ୍ତି, ଲୋକସମୂହ ତାହା ଦେଖି ଲୁକାୟନିଆ ଭାଷାରେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ଦେବତାମାନେ ମନୁଷ୍ୟରୂପରେ ଆମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଆସିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ପାଉଲ ଯାହା କରିଅଛନ୍ତି, ଲୋକସମୂହ ତାହା ଦେଖି ଲୁକାୟନିଆ ଭାଷାରେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ଦେବତାମାନେ ମନୁଷ୍ୟରୂପରେ ଆମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଆସିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾವ್ಲುನ್ ಕರಲ್ಲಿ ಹಿ ಕಾಮಾ ಬಗಲಿ ಲೊಕಾ ಅಪ್ಲ್ಯಾ ಲಿಕಾವುನಿ ಮನ್ತಲ್ಯಾ ಸ್ವತಾಚ್ಯಾ ಭಾಶೆನ್ “ದೆವಾ ಮಾನ್ಸಾಂಚೊ ರುಪ್ ಘಾಲುಘೆವ್ನ್ ಆಮ್ಚ್ಯಾ ಜಗ್ಗೊಳ್ ಉತ್ರುನ್ ಯೆಲಾತ್!” ಮನುನ್ ಬೊಬ್ ಮಾರ್ಲ್ಯಾನಿ.