Acts 14:13 — Compare Translations

7 translations compared side by side

Odia - 1840
"ସହେି ନଗର ସାମନା ରେ ସ୍ଥାପିତ ବୃହସ୍ପତି ମନ୍ଦିରର ଯାଜକ କତେୋଟି ବଳଦ ଓ ଫୁଲମାଳ ଆଣି ପହନ୍ଚିଲେ। ଯାଜକ ଓ ଲୋକମାନେ ପାଉଲ ଓ ବର୍ଣ୍ଣବ୍ବାଙ୍କୁ ଏହା ଉତ୍ସର୍ଗ କରିବା ପାଇଁ ଇଚ୍ଛା କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନଗର ସମ୍ମୁଖରେ ଥିବା ବୃହସ୍ପତିଙ୍କ ମନ୍ଦିରର ଯାଜକ କେତେକ ବୃଷ ଓ ପୁଷ୍ପହାର ଦ୍ଵାର ନିକଟକୁ ଆଣି ଲୋକସମୂହ ସହିତ ବଳି ଦେବାକୁ ଇଚ୍ଛା କରିଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସହର ବାହାରେ ଥିବା ଜିଅସ୍ ମନ୍ଦିରର ପୁରୋହିତ, ଫାଟକ ପାଖକୁ କେତେକ ବୃକ୍ଷ ଓ ପୁଷ୍ପ ଆଣିଲେ, କାଣ ସେ ଓ ସେଠାରେ ସମବେତ ହୋଇଥିବା ଲୋକମାନେ ପ୍ରେରିତ ଶିଷ୍ୟମାନଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କରିବା ପାଇଁ ଇଚ୍ଛା କରିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ନଗର ସାମନାରେ ସ୍ଥାପିତ ବୃହସ୍ପତି ମନ୍ଦିରର ଯାଜକ କେତୋଟି ବଳଦ ଓ ଫୁଲମାଳ ଆଣି ପହଞ୍ଚିଲେ। ଯାଜକ ଓ ଲୋକମାନେ ପାଉଲ ଓ ବର୍ଣ୍ଣ‌ବ୍‌‌ବାଙ୍କୁ ଏହା ଉତ୍ସର୍ଗ କରିବା ପାଇଁ ଇଚ୍ଛା କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନଗର ସମ୍ମୁଖରେ ଥିବା ବୃହସ୍ପତିଙ୍କ ମନ୍ଦିରର ଯାଜକ କେତେକ ବୃଷ ଓ ପୁଷ୍ପହାର ଦ୍ୱାର ନିକଟକୁ ଆଣି ଲୋକସମୂହ ସହିତ ବଳି ଦେବାକୁ ଇଚ୍ଛା କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ନଗର ସମ୍ମୁଖରେ ଥିବା ବୃହସ୍ପତିଙ୍କ ମନ୍ଦିରର ଯାଜକ କେତେକ ବୃଷ ଓ ପୁଷ୍ପହାର ଦ୍ୱାରା ନିକଟକୁ ଆଣି ଲୋକସମୂହ ସହିତ ବଳି ଦେବାକୁ ଇଚ୍ଛା କରିଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆವುಸ್ ಮನ್ತಲ್ಯಾ ದೆವಾಚೆ ಗುಡಿ ಶಾರಾಚ್ಯಾ ಜಗ್ಗೊಳ್ ಹೊತ್ತಿ, ತ್ಯಾ ಗುಡಿಚೊ ಪುಜಾರಿ ಥೊಡೆ ಬೈಲಾಚೆ ಪಾಡೆ ಅನಿ ಫುಲ್ಲಾ ಘೆವ್ನ್ ಶಾರಾಕ್ ಗುಸ್ತಲ್ಯಾ ದಡ್ಪ್ಯಾಚ್ಯಾ ಜಗ್ಗೊಳ್ ಯೆಲ್ಲೊ ತ್ಯಾ ಪುಜಾರಿನ್ ಅನಿ ಥೈತ್ಲ್ಯಾ ಲೊಕಾನಿ ಪಾವ್ಲುಕ್, ಅನಿ ಬಾರ್ನಾಬಾಸಾಕ್ ಬಲಿ ಭೆಟ್ವುನ್ ತೆಂಕಾ ಆರಾಧಾನ್ ಕರುಚೆ ಮನುನ್ ಚಿಂತಲ್ಯಾನಿ.