Acts 14:16 — Compare Translations
7 translations compared side by side
Odia - 1840
"ଅତୀତ ରେ ସବୁ ଜାତିର ଲୋକମାନଙ୍କୁ ନିଜ ନିଜ ରାସ୍ତା ରେ ଚ଼ାଲିବା ପାଇଁ ସେ ଅନୁମତି ଦଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଅତୀତ ପୁରୁଷପରମ୍ପରାରେ ସମସ୍ତ ଜାତିର ଲୋକଙ୍କୁ ଆପଣା ଆପଣା ପଥରେ ଚାଲିବାକୁ ଛାଡ଼ି ଦେଇଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅତୀତରେ ସ୍ୱଇଚ୍ଛାରେ ନିଜ ପଥରେ ଯିବା ପାଇଁ ଈଶ୍ୱର ଲୋକମାନଙ୍କୁ ଛାଡ଼ି ଦେଇଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
“ଅତୀତରେ ସବୁ ଜାତିର ଲୋକମାନଙ୍କୁ ନିଜ ନିଜ ରାସ୍ତାରେ ଗ୍ଭଲିବା ପାଇଁ ସେ ଅନୁମତି ଦେଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଅତୀତ ପୁରୁଷ-ପରମ୍ପରାରେ ସମସ୍ତ ଜାତିର ଲୋକଙ୍କୁ ଆପଣା ଆପଣା ପଥରେ ଚାଲିବାକୁ ଛାଡ଼ିଦେଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଅତୀତ ପୁରୁଷପରମ୍ପରାରେ ସମସ୍ତ ଜାତିର ଲୋକଙ୍କୁ ଆପଣା ଆପଣା ପଥରେ ଚାଲିବାକୁ ଛାଡ଼ିଦେଇଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸರುನ್ ಗೆಲ್ಲ್ಯಾ ಯೆಳಾತ್ನಾ ಸಗ್ಳ್ಯಾ ಲೊಕಾಕ್ನಿ ದೆವಾನ್ ಅಪ್ಲ್ಯಾ ಇಚ್ಚ್ಯಾ ಸಾರ್ಕೆ ಚಲುಕ್ ಸೊಡುನ್ ದಿಲ್ಯಾನ್.