Acts 14:19 — Compare Translations
7 translations compared side by side
Odia - 1840
"କିନ୍ତୁ ତା'ପରେ କେତକେ ଯିହୂଦୀ ଆନ୍ତିୟଖିଆ ଓ ଇକନିୟରୁ ଆସିଲେ। ସମାନେେ ଲୋକମାନଙ୍କୁ ମତାଇ ପାଉଲଙ୍କୁ ପଥର ମାରିଲେ। ସେ ମରିଗଲଣେି ଭାବି ସମାନେେ ତାହାଙ୍କୁ ନଗର ବାହାରକୁ ଟାଣି ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଆନ୍ତିୟଖିଆ ଓ ଇକନୀୟରୁ ସେଠାକୁ ଯିହୁଦୀମାନେ ଆସି ଲୋକସମୂହଙ୍କୁ ପ୍ରବର୍ତ୍ତାଇଲେ, ପୁଣି ପାଉଲଙ୍କୁ ପଥର ମାରି ସେ ମରିଅଛନ୍ତି ବୋଲି ମନେ କରି ବାହାରକୁ ଟାଣି ଘେନିଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିସିଦିଆର ଆଣ୍ଟିୟୋଖ ଓ ଇକନିୟରୁ କେତେକ ଇହୁଦୀ ଆସିଥିଲେ, ସେମାନେ ଜନତାକୁ ମତାଇ ପାଉଲଙ୍କୁ ପ୍ରସ୍ତରାଘାତ କଲେ ଓ ତାଙ୍କୁ ମୃତ ବୋଲି ଭାବି ସହର ବାହାରକୁ ଘୋଷାରି ନେଲେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତା’ପରେ କେତେକ ଯିହୂଦୀ ଆନ୍ତିୟଖିଆ ଓ ଇକନିୟରୁ ଆସିଲେ। ସେମାନେ ଲୋକମାନଙ୍କୁ ମତାଇ ପାଉଲଙ୍କୁ ପଥର ମାରିଲେ। ସେ ମରିଗଲେଣି ଭାବି ସେମାନେ ତାହାଙ୍କୁ ନଗର ବାହାରକୁ ଟାଣି ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଆନ୍ତିୟଖିଆ ଓ ଇକନୀୟରୁ ସେଠାକୁ ଯିହୁଦୀମାନେ ଆସି ଲୋକସମୂହକୁ ପ୍ରବର୍ତ୍ତାଇଲେ, ପୁଣି, ପାଉଲଙ୍କୁ ପଥର ମାରି ସେ ମରିଅଛନ୍ତି ବୋଲି ମନେ କରି ବାହାରକୁ ଟାଣି ଘେନିଗଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଆନ୍ତିୟଖିଆ ଓ ଇକନୀୟରୁ ସେଠାକୁ ଯିହୂଦୀମାନେ ଆସି ଲୋକସମୂହକୁ ପ୍ରବର୍ତ୍ତାଇଲେ, ପୁଣି, ପାଉଲଙ୍କୁ ପଥର ମାରି ସେ ମରିଅଛନ୍ତି ବୋଲି ମନେ କରି ବାହାରକୁ ଟାଣି ଘେନିଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚ್ಯಾ ಮಾನಾ ಜುದೆವಾಂಚಿ ಲೊಕಾ ಅಂತಿಯೊಕ್ಯ್ ಅನಿ ಇಕೊನಿಯಾ ಮನ್ತಲ್ಯಾ ಶಾರಾಂಚ್ಯಾಕ್ನಾ ಪಾವ್ಲುಕ್ ವಿರೊದ್ ಹೊವ್ನ್ ಯೆವ್ನ್ ಸಗ್ಳ್ಯಾ ಲೊಕಾಂಚ್ಯಾ ವಾಂಗ್ಡಾ ಮಿಳುನ್ ಪಾವ್ಲುಕ್ ಗುಂಡೆ ಮಾರುನ್ ತೊ ಮರ್ಲೊ ಮನುನ್ ಚಿಂತುನ್ ಶಾರಾತ್ನಾ ತೆಕಾ ವಡುನ್ ನೆವ್ನ್ ಭಾಯ್ರ್ ಟಾಕ್ಲ್ಯಾನಿ.