Acts 14:2 — Compare Translations
7 translations compared side by side
Odia - 1840
"ମାତ୍ର ଯେଉଁ ଯିହୂଦୀମାନେ ଅବିଶ୍ବାସ କରୁଥିଲେ, ସମାନେେ ଅନ୍ୟ ଜାତୀୟ ଲୋକମାନଙ୍କ ମନ ରେ ଭାଇମାନଙ୍କ ବିରୁଦ୍ଧ ରେ ଖରାପ ଧାରଣା ଜନ୍ମାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯେଉଁ ଯିହୁଦୀମାନେ ବିଶ୍ଵାସ କଲେ ନାହିଁ, ସେମାନେ ବିଜାତିମାନଙ୍କର ମନକୁ ଉତ୍ତେଜିତ କରି ଭାଇମାନଙ୍କ ବିରୁଦ୍ଧରେ ମନ୍ଦ ଭାବ ଜନ୍ମାଇଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଅବିଶ୍ୱାସୀ ଇହୁଦୀମାନେ ଅଣଇହୁଦୀମାନଙ୍କୁ ବିଭ୍ରାନ୍ତ କରି ସେମାନଙ୍କୁ ବିଶ୍ୱାସୀମାନଙ୍କ ବିରୁଦ୍ଧରେ ମତାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଯେଉଁ ଯିହୂଦୀମାନେ ଅବିଶ୍ୱାସ କରୁଥିଲେ, ସେମାନେ ଅନ୍ୟ ଜାତୀୟ ଲୋକମାନଙ୍କ ମନରେ ଭାଇମାନଙ୍କ ବିରୁଦ୍ଧରେ ଖରାପ ଧାରଣା ଜନ୍ମାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯେଉଁ ଯିହୁଦୀମାନେ ବିଶ୍ୱାସ କଲେ ନାହିଁ, ସେମାନେ ଅଣଯିହୁଦୀମାନଙ୍କର ମନକୁ ଉତ୍ତେଜିତ କରି ଭାଇମାନଙ୍କ ବିରୁଦ୍ଧରେ ମନ୍ଦ ଭାବ ଜନ୍ମାଇଦେଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯେଉଁ ଯିହୂଦୀମାନେ ବିଶ୍ୱାସ କଲେ ନାହିଁ, ସେମାନେ ଅଣଯିହୂଦୀମାନଙ୍କର ମନକୁ ଉତ୍ତେଜିତ କରି ଭାଇମାନଙ୍କ ବିରୁଦ୍ଧରେ ମନ୍ଦ ଭାବ ଜନ୍ମାଇଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಜುದೆವಾಂತ್ನಿ ವಿಶ್ವಾಸ್ ಕರಿನಸ್ತಾನಾ ಹೊತ್ತ್ಯಾ ಥೊಡ್ಯಾ ಜುದೆವ್ ನ್ಹಯ್ ಹೊಲ್ಲ್ಯಾ ಲೊಕಾಕ್ನಿ ರಾಗ್ ಹೊಯ್ ಸಾರ್ಕೆ ಕರುನ್ ಭಾವಾಂಚ್ಯಾ ವಿರೊಧ್ ಹೊವ್ನ್ ಲೊಕಾಕ್ನಿ ಉಟ್ವುಲ್ಯಾನಿ.