Acts 14:20 — Compare Translations

7 translations compared side by side

Odia - 1840
"କିନ୍ତୁ ଶିଷ୍ଯମାନେ ପାଉଲଙ୍କ ଚ଼ାରିପାଖେ ଘରେି ୟିବାରୁ ସେ ଉଠି ପଡ଼ି ନଗରକୁ ଚ଼ାଲିଗଲେ। ତହିଁ ଆରଦିନ ସେ ବର୍ଣ୍ଣବ୍ବାଙ୍କ ସହିତ ଦର୍ବୀ ନଗରକୁ ଚ଼ାଲିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଶିଷ୍ୟମାନେ ତାଙ୍କୁ ଘେରି ଠିଆ ହୁଅନ୍ତେ ସେ ଉଠି ନଗର ମଧ୍ୟରେ ପ୍ରବେଶ କଲେ । ପରଦିନ ସେ ବର୍ଣ୍ଣବ୍ବାଙ୍କ ସହିତ ଦର୍ବୀକୁ ବାହାରିଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଶିଷ୍ୟମାନେ ଆସି ତାଙ୍କ ଚାରିପଟେ ଘେରି ଠିଆ ହେବା ପରେ ସେ ଉଠି ସହରକୁ ଫେରିଗଲେ। ତା’ ପରଦିନ ସେ ଓ ବର୍ଣ୍ଣବା ଦର୍ବୀକୁ ଗଲେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଶିଷ୍ୟମାନେ ପାଉଲଙ୍କ ଗ୍ଭରିପାଖେ ଘେରି ଯିବାରୁ ସେ ଉଠି ପଡ଼ି ନଗରକୁ ଗ୍ଭଲିଗଲେ। ତହିଁ ଆରଦିନ ସେ ବର୍ଣ୍ଣ‌ବ୍‌‌ବାଙ୍କ ସହିତ ଦର୍ବୀ ନଗରକୁ ଗ୍ଭଲିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଶିଷ୍ୟମାନେ ତାହାଙ୍କୁ ଘେରି ଠିଆ ହୁଅନ୍ତେ ସେ ଉଠି ସହର ମଧ୍ୟରେ ପ୍ରବେଶ କଲେ। ପରଦିନ ସେ ବର୍ଣ୍ଣବ୍ବାଙ୍କ ସହିତ ଦର୍ବୀକୁ ବାହାରିଗଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଶିଷ୍ୟମାନେ ତାହାଙ୍କୁ ଘେରି ଠିଆ ହୁଅନ୍ତେ ସେ ଉଠି ନଗର ମଧ୍ୟରେ ପ୍ରବେଶ କଲେ । ପରଦିନ ସେ ବର୍ଣ୍ଣବ୍ବାଙ୍କ ସହିତ ଦର୍ବୀକୁ ବାହାରିଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ, ಜೆಜುಚಿ ಶಿಸಾ ಲೊಕಾ ತೆಚ್ಯಾ ಅಜುಭಾಜುನ್ ಗೊಳಾ ಹೊವ್ನ್ ಯೆಲ್ಲ್ಯಾ ತನ್ನಾ ತೊ ಉಟುನ್ ಶಾರಾತ್ ಗೆಲೊ, ದುಸ್ರೆಂದಿಸಿ ಪಾವ್ಲು ಅನಿ ಬಾರ್ನಾಬಾಸ್ ದರ್ಬೆ ಮನ್ತಲ್ಯಾ ಶಾರಾಕ್ ಗೆಲೆ.