Acts 14:21 — Compare Translations
7 translations compared side by side
Odia - 1840
"ପାଉଲ ଓ ବଣ୍ଣୂର୍ବ୍ବା ଦର୍ବୀ ନଗର ରେ ସୁସମାଚ଼ାର ପ୍ରଚ଼ାର କଲେ। ବହୁତ ଲୋକ ଯୀଶୁଙ୍କର ଶିଷ୍ଯ ହେଲେ। ତା'ପରେ ବର୍ଣ୍ଣବ୍ବା ଓ ପାଉଲ ଲୁସ୍ତ୍ରା, ଇକନିୟ ଓ ଆନ୍ତିୟଖିଆକୁ ଫରେିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ସେହି ନଗରରେ ସୁସମାଚାର ପ୍ରଚାର କରି ଓ ଅନେକଙ୍କୁ ଶିଷ୍ୟ କଲା ଉତ୍ତାରେ ଲୁସ୍ତ୍ରା, ଇକନୀୟ ଓ ଆନ୍ତିୟଖିଆକୁ ବାହୁଡ଼ି ଆସିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ପାଉଲ ଓ ବର୍ଣ୍ଣବା ଦର୍ବୀରେ ଶୁଭବାର୍ତ୍ତା ପ୍ରଚାର କରି ଅନେକ ଶିଷ୍ୟଙ୍କୁ ଲାଭ କଲେ। ତା’ପରେ ସେମାନେ ଲୁସ୍ତ୍ରା, ଦର୍ବୀ, ଇକନିୟ ଓ ପିସିଦିଆର ଆଣ୍ଟିୟୋଖକୁ ଫେରିଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ସିରିଆ ଦେଶର ଆନ୍ତିୟଖିଆକୁ ଫେରିବା ପାଉଲ ଓ ବର୍ଣ୍ଣବ୍ବା ଦର୍ବୀ ନଗରରେ ସୁସମାଗ୍ଭର ପ୍ରଗ୍ଭର କଲେ। ବହୁତ ଲୋକ ଯୀଶୁଙ୍କର ଶିଷ୍ୟ ହେଲେ। ତା’ପରେ ବର୍ଣ୍ଣବ୍ବା ଓ ପାଉଲ ଲୁସ୍ତ୍ରା, ଇକନିୟ ଓ ଆନ୍ତିୟଖିଆକୁ ଫେରିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ସେହି ନଗରରେ ସୁସମାଚାର ପ୍ରଚାର କରି ଓ ଅନେକଙ୍କୁ ଶିଷ୍ୟ କଲା ଉତ୍ତାରେ ଲୁସ୍ତ୍ରା, ଇକନୀୟ ଓ ଆନ୍ତିୟଖିଆକୁ ବାହୁଡ଼ି ଆସିଲେ,
Odia IRV 2017 (ଓଡିଆ ବାଇବେଲ)
ସେମାନେ ସେହି ନଗରରେ ସୁସମାଚାର ପ୍ରଚାର କରି ଓ ଅନେକଙ୍କୁ ଶିଷ୍ୟ କଲା ଉତ୍ତାରେ ଲୁସ୍ତ୍ରା, ଇକନୀୟ ଓ ଆନ୍ତିୟଖିଆକୁ ବାହୁଡ଼ି ଆସିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾವ್ಲು ಅನಿ ಬಾರ್ನಾಬಾಸ್ ದರ್ಬೆ ಶಾರಾತ್ಬಿ ದೆವಾಚಿ ಬರಿ ಖಬರ್ ಸಾಂಗ್ಲ್ಯಾನಿ, ಲೈ ಲೊಕಾ ಜೆಜುಚಿ ಶಿಸಾಹೊಲಿ ತೆನಿ ದೊಗಾ ಲಿಸ್ತ್ರಾ, ಇಕೊನಿಯಾ ಅನಿ ಅಂತಿಯೊಕ್ಯ್ ಮನ್ತಲ್ಯಾ ಶಾರಾಕ್ನಿ ಪರ್ತುನ್ ಗೆಲೆ,