Acts 14:22 — Compare Translations

7 translations compared side by side

Odia - 1840
"ସମାନେେ ସେ ସ୍ଥାନଗୁଡ଼ିକରେ ଶିଷ୍ଯମାନଙ୍କ ଆତ୍ମାକୁ ସବଳ କଲେ ଓ ବିଶ୍ବାସ ରେ ବୃଦ୍ଧିପାଇବା ପାଇଁ ଉତ୍ସାହିତ କଲେ। ସମାନେେ କହିଲେ, ପରମେଶ୍ବରଙ୍କ ରାଜ୍ଯ ରେ ପ୍ରବେଶ କରିବା ନିମନ୍ତେ ଆମ୍ଭକୁ ଅନକେ ଦୁଃଖ କଷ୍ଟ ଭୋଗ କରିବାକୁ ପଡ଼ିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେସ୍ଥାନମାନଙ୍କରେ ଶିଷ୍ୟମାନଙ୍କ ମନକୁ ସୁସ୍ଥିର କଲେ ଓ ବିଶ୍ଵାସରେ ଅଟଳ ରହିବା ପାଇଁ ସେମାନଙ୍କୁ ଉତ୍ସାହ ପ୍ରଦାନ କରି କହିଲେ, ଅନେକ କ୍ଳେଶ ମଧ୍ୟ ଦେଇ ଆମ୍ଭମାନଙ୍କୁ ଈଶ୍ଵରଙ୍କ ରାଜ୍ୟରେ ପ୍ରବେଶ କରିବାକୁ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ବିଶ୍ୱାସୀମାନଙ୍କୁ ନିଜ ବିଶ୍ୱାସରେ ଦୃଢ଼ ରହିବା ପାଇଁ ଉତ୍ସାହିତ କଲେ। ସେମାନେ ଶିକ୍ଷା ଦେଇ କହିଲେ, “ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ପାଇଁ ଆମକୁ ବହୁ ଦୁଃଖକଷ୍ଟ ମଧ୍ୟଦେଇ ଗତି କରିବାକୁ ହେବ।”
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସେ ସ୍ଥାନଗୁଡ଼ିକରେ ଶିଷ୍ୟମାନଙ୍କ ଆତ୍ମାକୁ ସବଳ କଲେ ଓ ବିଶ୍ୱାସରେ ବୃଦ୍ଧିପାଇବା ପାଇଁ ଉତ୍ସାହିତ କଲେ। ସେମାନେ କହିଲେ, “ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ନିମନ୍ତେ ଆମ୍ଭକୁ ଅନେକ ଦୁଃଖ କଷ୍ଟ ଭୋଗ କରିବାକୁ ପଡ଼ିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ସ୍ଥାନମାନଙ୍କରେ ଶିଷ୍ୟମାନଙ୍କ ମନକୁ ସୁସ୍ଥିର କଲେ ଓ ବିଶ୍ୱାସରେ ଅଟଳ ରହିବା ପାଇଁ ସେମାନଙ୍କୁ ଉତ୍ସାହ ପ୍ରଦାନ କରି କହିଲେ, ଅନେକ କ୍ଲେଶ ମଧ୍ୟ ଦେଇ ଆମ୍ଭମାନଙ୍କୁ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବାକୁ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ସ୍ଥାନମାନଙ୍କରେ ଶିଷ୍ୟମାନଙ୍କ ମନକୁ ସୁସ୍ଥିର କଲେ ଓ ବିଶ୍ୱାସରେ ଅଟଳ ରହିବା ପାଇଁ ସେମାନଙ୍କୁ ଉତ୍ସାହ ପ୍ରଦାନ କରି କହିଲେ, ଅନେକ କ୍ଲେଶ ମଧ୍ୟ ଦେଇ ଆମ୍ଭମାନଙ୍କୁ ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବାକୁ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುಚ್ಯಾ ಶಿಸಾಕ್ನಿ ವಿಶ್ವಾಸಾತ್ ಬಳ್ ಹಾನುನ್ ಘಟ್ ಹೊವ್ನ್ ರ್‍ಹಾಯ್ ಸಾರ್ಕೆ ಉಮ್ಮೆದ್ ಭರ್‍ಲ್ಯಾನಿ, ಅನಿ ಅಮಿ ದೆವಾಚ್ಯಾ ರಾಜಾಕ್ ಜಾವ್ಚೆ ಹೊಲ್ಯಾರ್ ಲೈ ತರಾಸಾನಿ ಜಾವ್ಚೆ ಹೊತಾ ಮನುನ್ ಶಿಕಾಪಾ ಕರ್‍ಲ್ಯಾನಿ.