Acts 14:23 — Compare Translations

7 translations compared side by side

Odia - 1840
"ପାଉଲ ଓ ବର୍ଣ୍ଣବ୍ବା ସମାନଙ୍କେ ପାଇଁ ପ୍ରତି ମଣ୍ଡଳୀ ରେ ପ୍ରାଚ଼ୀନମାନଙ୍କୁ ନିୟୁକ୍ତି ଦେଲେ। ସମାନେେ ଏହି ପ୍ରାଚ଼ୀନମାନଙ୍କ ପାଇଁ ଉପବାସ ଓ ପ୍ରାର୍ଥନା କଲେ। ଏହି ପ୍ରାଚ଼ୀନମାନେ ପ୍ରଭୁ ଯୀଶୁଙ୍କଠା ରେ ବିଶ୍ବାସ କରିଥିଲେ। ତେଣୁ ପାଉଲ ଓ ବର୍ଣ୍ଣବ୍ବା ସମାନଙ୍କେୁ ପ୍ରଭୁଙ୍କ ପାଖ ରେ ସମର୍ପଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ସେମାନଙ୍କ ନିମନ୍ତେ ପ୍ରତ୍ୟେକ ମଣ୍ତଳୀରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରି ଉପବାସ ସହିତ ପ୍ରାର୍ଥନା କଲେ, ପୁଣି ଯେଉଁ ପ୍ରଭୁଙ୍କଠାରେ ସେମାନେ ବିଶ୍ଵାସ କରିଥିଲେ, ତାହାଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରତ୍ୟେକ ମଣ୍ଡଳୀରେ ସେମାନେ ହସ୍ତାର୍ପଣ କରି ମଣ୍ଡଳୀର ବୟୋଜ୍ୟେଷ୍ଠ ନେତାମାନଙ୍କୁ ନିଯୁକ୍ତ କଲେ ଓ ଯେଉଁ ପ୍ରଭୁଙ୍କଠାରେ ସେମାନେ ବିଶ୍ୱାସ ସ୍ଥାପନ କରିଥିଲେ, ପ୍ରାର୍ଥନା ଓ ଉପବାସ ସହିତ ସେମାନଙ୍କୁ ସେହି ପ୍ରଭୁଙ୍କ ନିକଟରେ ସମର୍ପଣ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲ ଓ ବର୍ଣ୍ଣ‌ବ୍‌‌ବା ସେମାନଙ୍କ ପାଇଁ ପ୍ରତି ମଣ୍ଡଳୀରେ ପ୍ରାଚୀନମାନଙ୍କୁ ନିଯୁକ୍ତି ଦେଲେ। ସେମାନେ ଏହି ପ୍ରାଚୀନମାନଙ୍କ ପାଇଁ ଉପବାସ ଓ ପ୍ରାର୍ଥନା କଲେ। ଏହି ପ୍ରାଚୀନମାନେ ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କରିଥିଲେ। ତେଣୁ ପାଉଲ ଓ ବର୍ଣ୍ଣ‌ବ୍‌‌ବା ସେମାନଙ୍କୁ ପ୍ରଭୁଙ୍କ ପାଖରେ ସମର୍ପଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ସେମାନଙ୍କ ନିମନ୍ତେ ପ୍ରତ୍ୟେକ ମଣ୍ଡଳୀରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରି ଉପବାସ ସହିତ ପ୍ରାର୍ଥନା କଲେ, ପୁଣି, ଯେଉଁ ପ୍ରଭୁଙ୍କଠାରେ ସେମାନେ ବିଶ୍ୱାସ କରିଥିଲେ, ତାହାଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ସେମାନଙ୍କ ନିମନ୍ତେ ପ୍ରତ୍ୟେକ ମଣ୍ଡଳୀରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରି ଉପବାସ ସହିତ ପ୍ରାର୍ଥନା କଲେ, ପୁଣି, ଯେଉଁ ପ୍ରଭୁଙ୍କଠାରେ ସେମାନେ ବିଶ୍ୱାସ କରିଥିଲେ, ତାହାଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾವ್ಲುನ್ ಅನಿ ಬಾರ್ನಾಬಾಸಾನ್ ಹರ್ ಎಕ್ ತಾಂಡ್ಯಾಕ್ಬಿ ಎಕ್‍ ಎಕ್ ಮುಖಂಡ್ ಎಚ್ಲ್ಯಾನಿ ಉಪಾಸ್ ರ್ಹಾವ್ನ್ ಮಾಗ್ನಿ ಕರುನ್ ಅಪ್ನಿ ವಿಶ್ವಾಸ್ ಥವಲ್ಯಾ ಧನಿಯಾಕ್ ಒಪ್ಸುನ್ ದಿಲ್ಯಾನಿ.