Acts 14:26 — Compare Translations

7 translations compared side by side

Odia - 1840
"ସଠାରୁେ ସମାନେେ ଆନ୍ତିୟଖିଆକୁ ସମୁଦ୍ର ପଥରେ ଚ଼ାଲିଗଲେ। ଏହି ସ୍ଥାନ ରେ ବିଶ୍ବାସୀମାନେ ସମାନଙ୍କେୁ ଏହି କାର୍ୟ୍ଯ କରିବା ପାଇଁ ପ୍ରଭୁଙ୍କ ନିକଟରେ ସମର୍ପିତ କରି ପଠାଇଥିଲେ। ସମାନେେ ଏହି କାର୍ୟ୍ଯ ପୂର୍ଣ୍ଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଠାରୁ ସେମାନେ ଆନ୍ତିୟଖିଆକୁ ଜାହାଜରେ ଯାତ୍ରା କଲେ; ସେମାନେ ଯେଉଁ କାର୍ଯ୍ୟ ସାଧନ କରିଥିଲେ, ତାହା କରିବା ନିମନ୍ତେ ଈଶ୍ଵରଙ୍କ ଅନୁଗ୍ରହରେ ସମର୍ପିତ ହୋଇ ସେସ୍ଥାନରୁ ବାହାରିଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେଠାରୁ ସେମାନେ ଜଳପଥରେ ଆଣ୍ଟିୟୋଖକୁ ଫେରି ଆସିଲେ। ଏହି ଆଣ୍ଟିୟୋଖରେ ବର୍ତ୍ତମାନ ସାଧିତ ହୋଇଥିବା କାର୍ଯ୍ୟ ନିମନ୍ତେ ଈଶ୍ୱରଙ୍କ ଅନୁଗ୍ରହ ଦ୍ୱାରା ସେମାନେ ସମର୍ପିତ ହୋଇଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେଠାରୁ ସେମାନେ ଆନ୍ତିୟଖିଆକୁ ସମୁଦ୍ର ପଥରେ ଗ୍ଭଲିଗଲେ। ଏହି ସ୍ଥାନରେ ବିଶ୍ୱାସୀମାନେ ସେମାନଙ୍କୁ ଏହି କାର୍ଯ୍ୟ କରିବା ପାଇଁ ପ୍ରଭୁଙ୍କ ନିକଟରେ ସମର୍ପିତ କରି ପଠାଇଥିଲେ। ସେମାନେ ଏହି କାର୍ଯ୍ୟ ପୂର୍ଣ୍ଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଠାରୁ ସେମାନେ ଆନ୍ତିୟଖିଆକୁ ଜାହାଜରେ ଯାତ୍ରା କଲେ; ସେମାନେ ଯେଉଁ କାର୍ଯ୍ୟ ସାଧନ କରିଥିଲେ, ତାହା କରିବା ନିମନ୍ତେ ଈଶ୍ବରଙ୍କ ଅନୁଗ୍ରହରେ ସମର୍ପିତ ହୋଇ ସେ ସ୍ଥାନରୁ ବାହାରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେଠାରୁ ସେମାନେ ଆନ୍ତିୟଖିଆକୁ ଜାହାଜରେ ଯାତ୍ରା କଲେ; ସେମାନେ ଯେଉଁ କାର୍ଯ୍ୟ ସାଧନ କରିଥିଲେ, ତାହା କରିବା ନିମନ୍ତେ ଈଶ୍ୱରଙ୍କ ଅନୁଗ୍ରହରେ ସମର୍ପିତ ହୋଇ ସେ ସ୍ଥାନରୁ ବାହାରିଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚ್ಯಾ ಮಾನಾ ತೆನಿ ಥೈತ್ನಾ ಸಿರಿಯಾತ್ಲ್ಯಾ ಅಂತಿಯೊಕ್ ಮನ್ತಲ್ಯಾ ಶಾರಾಕ್ ಸಮುಂದರಾಚ್ಯಾ ವಾಟೆನಿ ಗೆಲೆ, ಅತ್ತಾ ಪಾತರ್ ಕರುನ್ ಸಾರಲ್ಲ್ಯಾ ಸೆವಾಚ್ಯಾ ಕಾಮಾಕ್ನಿ ದೆವಾಚ್ಯಾ ಕುರ್ಪೆಚ್ಯಾ ಹಾತಿತ್ ಒಪ್ಸುನ್ ದಿವ್ನ್ ಧಾಡಲ್ಲೆ ಹ್ಯಾ ಶಾರಾತ್ಲ್ಯಾ ಲೊಕಾಕ್ನಿಚ್.