Acts 14:27 — Compare Translations

7 translations compared side by side

Odia - 1840
"ପାଉଲ ଓ ବର୍ଣ୍ଣବ୍ବା ସଠାେରେ ପହଞ୍ଚିବା ପରେ ମଣ୍ଡଳୀକୁ ଏକାଠି କଲେ। ପରମେଶ୍ବର ସମାନଙ୍କେ ସହିତ ଯାହା କିଛି କରିଥିଲେ ତାହା ସମାନଙ୍କେୁ କହିଲେ ଓ ପରମେଶ୍ବର ଅନ୍ୟ ଜାତୀୟ ଲୋକଙ୍କ ପାଇଁ କିପରି ବିଶ୍ବାସର ରାସ୍ତା ଖାଲିେଲେ, ତାହା ସମାନେେ ବର୍ଣ୍ଣନା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ପହଞ୍ଚି ମଣ୍ତଳୀକି ଏକତ୍ର କଲେ; ପୁଣି ଈଶ୍ଵର ସେମାନଙ୍କ ସାଙ୍ଗରେ ଥାଇ ଯେସମସ୍ତ କାର୍ଯ୍ୟ କରିଥିଲେ ଓ ବିଜାତିମାନଙ୍କ ପ୍ରତି ବିଶ୍ଵାସର ଦ୍ଵାର ଫିଟାଇ ଦେଇଥିଲେ, ସେହିସବୁ ବର୍ଣ୍ଣନା କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଆଣ୍ଟିୟୋଖରେ ପହଞ୍ଚି ମଣ୍ଡଳୀର ଲୋକମାନଙ୍କୁ ଏକତ୍ରିତ କଲେ। ଈଶ୍ୱର ସେମାନଙ୍କ ପ୍ରତି ଯାହାସବୁ କରିଥିଲେ ଓ ଅଣଇହୁଦୀମାନଙ୍କ ବିଶ୍ୱାସ ପାଇଁ କିପରି ପଥ ଉନ୍ମୁକ୍ତ କରିଥିଲେ, ସେସବୁ ସେମାନଙ୍କୁ ଜଣାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲ ଓ ବର୍ଣ୍ଣ‌ବ୍‌‌ବା ସେଠାରେ ପହଞ୍ଚିବା ପରେ ମଣ୍ଡଳୀକୁ ଏକାଠି କଲେ। ପରମେଶ୍ୱର ସେମାନଙ୍କ ସହିତ ଯାହାକିଛି କରିଥିଲେ ତାହା ସେମାନଙ୍କୁ କହିଲେ ଓ ପରମେଶ୍ୱର ଅନ୍ୟ ଜାତୀୟ ଲୋକଙ୍କ ପାଇଁ କିପରି ବିଶ୍ୱାସର ରାସ୍ତା ଖୋଲିଲେ, ତାହା ସେମାନେ ବର୍ଣ୍ଣନା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ପହଞ୍ଚି ମଣ୍ଡଳୀକୁ ଏକତ୍ର କଲେ, ପୁଣି, ଈଶ୍ବର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ ଓ ଅଣଯିହୁଦୀମାନଙ୍କ ପ୍ରତି ବିଶ୍ୱାସର ଦ୍ୱାର ଫିଟାଇ ଦେଇଥିଲେ, ସେହିସବୁ ବର୍ଣ୍ଣନା କଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ପହଞ୍ଚି ମଣ୍ଡଳୀ କି ଏକତ୍ର କଲେ, ପୁଣି, ଈଶ୍ୱର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ ଓ ଅଣଯିହୂଦୀମାନଙ୍କ ପ୍ରତି ବିଶ୍ୱାସର ଦ୍ୱାର ଫିଟାଇଦେଇଥିଲେ, ସେହି ସବୁ ବର୍ଣ୍ଣନା କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾವ್ಲು ಅನಿ ಬಾರ್ನಾಬಾಸ್ ಹಿತ್ತೆ ಪಾವಲ್ಲ್ಯಾ ತನ್ನಾ ತಾಂಡ್ಯಾಚ್ಯಾ ಲೊಕಾಕ್ನಿ ಸಗ್ಳೆ ಗೊಳಾ ಕರುನ್, ದೆವಾನ್ ಅಪ್ನಾ ವಾಂಗ್ಡಾ ಕರಲ್ಲ್ಯಾ ಸಗ್ಳ್ಯಾ ಕಾಮಾಂಚ್ಯಾ ವಿಶಯಾತ್ ತೆಂಕಾ ಕಳ್ವುಲ್ಯಾನಿ, ಅನಿ “ಜುದೆವಾಂಚೆ ನ್ಹಯ್ ಹೊಲ್ಲ್ಯಾ ಲೊಕಾನಿಬಿ ವಿಶ್ವಾಸ್‍ ಕರಿಸಾರ್ಕೆ ದೆವಾನ್ ದಾರಾ ಉಗಡ್ಲಾ!” ಮನುನ್ ಸಾಂಗ್ಲ್ಯಾನಿ.