Acts 14:3 — Compare Translations

7 translations compared side by side

Odia - 1840
"ତଥାପି ପାଉଲ ଓ ବର୍ଣ୍ଣବ୍ବା ସଠାେରେ ଅନକେ ଦିନ ରହିଲେ ଓ ପ୍ରଭୁଙ୍କର କଥା ସାହସର ସହିତ ପ୍ରଚ଼ାର କଲେ। ସମାନଙ୍କେ ମାଧ୍ଯମ ରେ ପ୍ରଭୁ ଆଶ୍ଚର୍ୟ୍ଯ କାର୍ୟ୍ଯ ସବୁ କଲେ ଓ ଅନୁଗ୍ରହର ବାକ୍ଯ ପ୍ରଚ଼ାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ପ୍ରଭୁଙ୍କ ଉପରେ ନିର୍ଭର କରି ସାହସରେ ପ୍ରଚାର କଲେ; ଆଉ, ସେ ସେମାନଙ୍କ ହସ୍ତ ଦ୍ଵାରା ନାନା ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧନ କରି ଆପଣା ଅନୁଗ୍ରହବାକ୍ୟ ସପକ୍ଷରେ ସାକ୍ଷ୍ୟ ଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତଥାପି ପ୍ରେରିତ ଶିଷ୍ୟମାନେ ପ୍ରଭୁଙ୍କ ବିଷୟରେ ଦୃଢ଼ ଭାବରେ ପ୍ରଚାର କରି ଅନେକ ଦିନ ସେଠାରେ ରହିଲେ। ଅଲୌକିକ କାର୍ଯ୍ୟ ଓ ଆଶ୍ଚର୍ଯ୍ୟ କର୍ମମାନ ସାଧନ କରିବା ଦ୍ୱାରା ସେମାନେ ପ୍ରମାଣ କଲେ ଯେ, ଈଶ୍ୱରଙ୍କ ଦୟା ବିଷୟରେ ସେମାନଙ୍କର ପ୍ରଚାରିତ ବାର୍ତ୍ତା ବାସ୍ତବିକ ସତ୍ୟ।
Odia Bible ERV 2004 (ପବିତ୍ର ବାଇବଲ)
ତଥାପି ପାଉଲ ଓ ବର୍ଣ୍ଣ‌ବ୍‌‌ବା ସେଠାରେ ଅନେକ ଦିନ ରହିଲେ ଓ ପ୍ରଭୁଙ୍କର କଥା ସାହସର ସହିତ ପ୍ରଗ୍ଭର କଲେ। ସେମାନଙ୍କ ମାଧ୍ୟମରେ ପ୍ରଭୁ ଆଶ୍ଚର୍ଯ୍ୟ କାର୍ଯ୍ୟ ସବୁ କଲେ ଓ ଅନୁଗ୍ରହର ବାକ୍ୟ ପ୍ରଗ୍ଭର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ପ୍ରଭୁଙ୍କ ଉପରେ ନିର୍ଭର କରି ସାହସରେ ପ୍ରଚାର କଲେ; ଆଉ ସେ ସେମାନଙ୍କ ହସ୍ତ ଦ୍ଵାରା ନାନା ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧନ କରି ଆପଣା ଅନୁଗ୍ରହ ବାକ୍ୟ ସପକ୍ଷରେ ସାକ୍ଷ୍ୟ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ପ୍ରଭୁଙ୍କ ଉପରେ ନିର୍ଭର କରି ସାହସରେ ପ୍ରଚାର କଲେ; ଆଉ ସେ ସେମାନଙ୍କ ହସ୍ତ ଦ୍ୱାର ନାନା ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧନ କରି ଆପଣା ଅନୁଗ୍ରହ ବାକ୍ୟ ସପକ୍ଷରେ ସାକ୍ଷ୍ୟ ଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಪಾವ್ಲು ಅನಿ ಬಾರ್ನಾಬಾಸ್ ಇಕೊನಿಯಾತ್ ಲೈ ಯೆಳಾ ಪತರ್ ರಾವ್ನ್ ಧನಿಯಾಚ್ಯಾ ವಿಶಯಾತ್ ಧೈರ್ಯಾನ್ ಬೊಲ್ಲ್ಯಾನಿ, ಅನಿ ಧನಿಯಾನ್ ತೆಂಚ್ಯಾಕ್ನಾ ಚಮತ್ಕಾರಾಚಿ ಅನಿ ಅಜಾಪಾಚಿ ಕಾಮಾ ಕರುನ್ ಅಪ್ಲಿ ಕುರ್ಪೆಚಿ ಖಬರ್ ಘಟ್ ಕರ್‍ಲ್ಯಾನ್.