Acts 14:4 — Compare Translations

7 translations compared side by side

Odia - 1840
"ନଗରର ଲୋକମାନେ ଦୁଇ ଦଳ ରେ ଭାଗ ହାଇଗେଲେ। କେତକେ ଯିହୂଦୀୟମାନଙ୍କ ପକ୍ଷ ରେ ଓ ଅନ୍ୟ ଦଳ ପ୍ ରରେିତମାନଙ୍କ ପକ୍ଷ ରେ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ନଗରର ଲୋକସମୂହ ଦୁଇ ଦଳ ହେଲେ, ଦଳେ ଯିହୁଦୀମାନଙ୍କ ପକ୍ଷରେ, ଆଉ ଦଳେ ପ୍ରେରିତ-ମାନଙ୍କ ପକ୍ଷରେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ନଗରର ଲୋକମାନେ ଦୁଇ ଦଳରେ ବିଭକ୍ତ ହେଲେ। ସେମାନଙ୍କ ମଧ୍ୟରୁ କେତେ ଜଣ ଇହୁଦୀମାନଙ୍କୁ ଓ ଆଉ କେତେକ ପ୍ରେରିତ ଶିଷ୍ୟମାନଙ୍କୁ ସମର୍ଥନ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ନଗରର ଲୋକମାନେ ଦୁଇ ଦଳରେ ଭାଗ ହୋଇଗଲେ। କେତେକ ଯିହୂଦୀୟମାନଙ୍କ ପକ୍ଷରେ ଓ ଅନ୍ୟ ଦଳ ପ୍ରେରିତମାନଙ୍କ ପକ୍ଷରେ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ନଗରର ଲୋକସମୂହ ଦୁଇ ଦଳ ହେଲେ, ଦଳେ ଯିହୁଦୀମାନଙ୍କ ପକ୍ଷରେ ଆଉ ଦଳେ ପ୍ରେରିତମାନଙ୍କ ପକ୍ଷରେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ନଗରର ଲୋକସମୂହ ଦୁଇ ଦଳ ହେଲେ, ଦଳେ ଯିହୂଦୀମାନଙ୍କ ପକ୍ଷରେ ଆଉ ଦଳେ ପ୍ରେରିତମାନଙ୍କ ପକ୍ଷରେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಶಾರಾತ್ಲ್ಯಾ ಲೊಕಾತ್ನಿ ಥೊಡ್ಯಾನಿ ಪಾವ್ಲು ಅನಿ ಬಾರ್ನಾಬಾಸಾಚ್ಯಾ ವಾಂಗ್ಡಾ ಗೆಲಿ, ಅನಿ ಥೊಡ್ಯಾ ಲೊಕಾನಿ ಅಪೊಸ್ತಲಾಂಚ್ಯಾ ವಾಂಗ್ಡಾ ಗೆಲ್ಯಾನಿ ತೆಚ್ಯಾ ಸಾಟ್ನಿ ಥೈಚ್ ದೊನ್ ತಾಂಡೆ ಹೊಲೆ.