Acts 14:5 — Compare Translations
7 translations compared side by side
Odia - 1840
"ଅନ୍ୟଜାତୀୟ ଓ ଯିହୂଦୀୟ ଲୋକମାନେ ସମାନଙ୍କେ ସହ ଖରାପ ବ୍ଯବହାର କରିବାପାଇଁ ଓ ସମାନଙ୍କେ ଉପରେ ପଥର ପକାଇବା ନିମନ୍ତେ ନେତାମାନଙ୍କ ସହିତ ମିଶିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେତେବେଳେ ବିଜାତି ଓ ଯିହୁଦୀମାନେ ସେମାନଙ୍କର ଅଧ୍ୟକ୍ଷମାନଙ୍କ ସହିତ ସେମାନଙ୍କ ପ୍ରତି ଦୌରାତ୍ମ୍ୟ କରିବାକୁ ଓ ପଥର ଫୋପାଡ଼ିବାକୁ ଉଠିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ କେତେକ ଅଣଇହୁଦୀ ଓ ଇହୁଦୀମାନେ ସେମାନଙ୍କ ନେତାମାନଙ୍କ ସହିତ ଏକଜୁଟ ହୋଇ ପ୍ରେରିତ ଶିଷ୍ୟମାନଙ୍କ ପ୍ରତି ଦୁର୍ବ୍ୟବହାର କରିବା ପାଇଁ ଓ ସେମାନଙ୍କୁ ପ୍ରସ୍ତରାଘାତ କରି ମାରି ଦେବା ପାଇଁ ସ୍ଥିର କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟଜାତୀୟ ଓ ଯିହୂଦୀୟ ଲୋକମାନେ ସେମାନଙ୍କ ସହ ଖରାପ ବ୍ୟବହାର କରିବା ପାଇଁ ଓ ସେମାନଙ୍କ ଉପରେ ପଥର ପକାଇବା ନିମନ୍ତେ ନେତାମାନଙ୍କ ସହିତ ମିଶିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେତେବେଳେ ଅଣଯିହୁଦୀ ଓ ଯିହୁଦୀମାନେ ସେମାନଙ୍କର ଅଧ୍ୟକ୍ଷମାନଙ୍କ ସହିତ ସେମାନଙ୍କ ପ୍ରତି ଦୌରାତ୍ମ୍ୟ କରିବାକୁ ଓ ପଥର ଫୋପାଡ଼ିବାକୁ ଉଠିଲେ,
Odia IRV 2017 (ଓଡିଆ ବାଇବେଲ)
ଯେତେବେଳେ ଅଣଯିହୂଦୀ ଓ ଯିହୂଦୀମାନେ ସେମାନଙ୍କର ଅଧ୍ୟକ୍ଷମାନଙ୍କ ସହିତ ସେମାନଙ୍କ ପ୍ରତି ଦୌରାତ୍ମ୍ୟ କରିବାକୁ ଓ ପଥର ଫୋପାଡ଼ିବାକୁ ଉଠିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುದೆವಾಂಚ್ಯಾ ನ್ಹಯ್ ಹೊಲ್ಲ್ಯಾತ್ಲೆ ಥೊಡೆ ಅನಿ ಜುದೆವಾಂಚೆ ಥೊಢಿ ಲೊಕಾ ಅಪ್ಲ್ಯಾ ಮುಖಂಡಾಂಚ್ಯಾ ವಾಂಗ್ಡಾ ಮಿಳುನ್ ಅಪೊಸ್ತಲಾಂಚ್ಯಾ ವಾಂಗ್ಡಾ ಬರೆ ಚಾಲ್ವುನ್ ಘೆವ್ನ್ ಜಾಯ್ನಸ್ತಾನಾ ತೆಂಕಾ ಬುರ್ಶೆ ಕರುಚೆ ಮನುನ್ ಹೊತ್ತೆ.